ଦେଶରେ ଆରମ୍ଭ ହୋଇଛି ଚତୁର୍ଥ ପର୍ଯ୍ୟାୟ ମତଦାନ। ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନରେ ହେବ ଭୋଟ ଗ୍ରହଣ। ୧୭୧୭ ଜଣ ସାଂସଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୧୭ କୋଟି ୭୦ ଲକ୍ଷ ଭୋଟର୍। ଏଥିପାଇଁ ୧ ଲକ୍ଷ ୯୨ ହଜାର ମତଦାନ କେନ୍ଦ୍ରର ବ୍ୟବସ୍ଥା ହୋଇଛି।
ଆନ୍ଧ୍ରପ୍ରଦେଶର ୨୫ଟି ଆସନ, ତେଲେଙ୍ଗାନାର ୧୭, ଉତ୍ତରପ୍ରଦେଶର ୧୩, ମହାରାଷ୍ଟ୍ରର ୧୧ ଏବଂ ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ ସଂସଦୀୟ କ୍ଷେତ୍ରରେ ହେଉଛି ଭୋଟ ଗ୍ରହଣ ।
Also Read
ଏଥିସହ ବିହାରର ୫, ଝାଡ଼ଖଣ୍ଡର ୪, ଓଡ଼ିଶାର ୪ ଏବଂ ଜମ୍ମୁକଶ୍ମୀରର ଗୋଟିଏ ଆସନରେ ମତଦାନ କରୁଛନ୍ତି ଜନତା । ଏଥିସହ ଆନ୍ଧ୍ରପ୍ରଦେଶର ୧୭୫, ଓଡ଼ିଶାର ୨୮ ବିଧାନସଭା ଆସନ ପାଇଁ ବି ହେଉଛି ଭୋଟିଂ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Education
ଶିକ୍ଷାଗତ ଯୋଗ୍ୟତା ଅନୁସାରେ କାହିଁକି ଭାରତୀୟ ପାଉନାହାନ୍ତି ଚାକିରି?
କେବଳ ୮.୨୫ ଗ୍ରାଜ୍ୟୁଏଟ ସେମାନଙ୍କ ଶିକ୍ଷାଗତ ଯୋଗ୍ୟତା ଅନୁସାରେ ଭାରତରେ ଚାକିରି କରିବାକୁ ସକ୍ଷମ ହୋଇଛନ୍ତି।

Guest Column
ନିର୍ବାଚନ ମଣ୍ଡଳି ସୀମା ପୁନଃ ନିର୍ଦ୍ଧାରଣ ଓ ସଂଘୀୟ ବ୍ୟବସ୍ଥା
ମୋଦୀଙ୍କ ଏନଡିଏ ସରକାର ପାର୍ଲାମେଂଟର ନୂଆ ଭବନ କଲାବେଳେ ଯେପରି ଭାବରେ ଲୋକସଭାରେ ୮୫୦ ଜଣ ସଦସ୍ୟ ବସିବା ପାଇଁ ବ୍ୟବସ୍ଥା କରିଛନ୍ତି ସେଥିରେ ମୋଦୀ ସରକାର ସୀମା ନିର୍ଦ୍ଧାରଣ କମିଶନ ଜରିଆରେ ଲୋକସଭା ଆସନ ସଂଖ୍ୟା ବଢ଼ାଇବେ ବୋଲି ବିଶ୍ୱାସ ସୃଷ୍ଟି ହୋଇଛି।

Politics
ଷ୍ଟାଲିନଙ୍କ ସୀମା ପୁନଃ ନିର୍ଦ୍ଧାରଣ ବୈଠକକୁ କାହିଁକି ଆସିଲାନି TMC?
ଜନ ସଂଖ୍ୟା ଆଧାରରେ ସୀମା ପୁନଃନିର୍ଦ୍ଧାରଣ କାର୍ଯ୍ୟକ୍ରମ ୨୦୨୬ରୁ ଆରମ୍ଭ ହେଉଥିବା ବେଳେ ଏହାକୁ ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକ ବିରୋଧ କରୁଛନ୍ତି।

Crime
ମୃତଦେହକୁ ଚିହ୍ନଟ କରିଥିଲେ ବାପା, ଜେଲରେ ୪ ଅଭିଯୁକ୍ତ: କିନ୍ତୁ ଏବେ ସମସ୍ତେ ଚକିତ!
୨୦୨୩ ସେପ୍ଟେମ୍ବର ମାସରରେ ଲଳିତା ଗାନ୍ଧି ସାଗର ଅଞ୍ଚଳରୁ ନିଖୋଜ ହୋଇଯାଇଥିଲେ। କିଛି ଦିନ ପରେ ଗୋଟିଏ ଟ୍ରକ ଦୁର୍ଘଟଣାର ଭିଡିଓ ସାମ୍ନାକୁ ଆସିଥିଲା।

National
ଜଜଙ୍କ ଘରୁ ଟଙ୍କା ମିଳିବା ଘଟଣା: ୨୦୧୮ରେ ସିବିଆଇ ଏଫଆଇଆର୍ରେ ରହିଥିଲା ଜଷ୍ଟିସ ବର୍ମାଙ୍କ ନାଁ
ସୁଗାର ମିଲ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ୨୦୧୮ରେ ଗୋଟିଏ ଏଫଆଇଆର କରିଥିଲା। ଏହି ଏଫଆଇଆରରେ ଜଷ୍ଟିସ ବର୍ମାଙ୍କ ନାଁ ରହିଥିଲା।