ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ବିପୁଳ ପରିମାଣର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

Fire Incident

ନିଆଁ ଲାଗିବା ସମୟର ଦୃଶ୍ୟ

Debibandita Barick
  • Published: Saturday, 05 October 2024
  • Updated: 05 October 2024, 03:10 PM IST

Sports

Latest News

ମୁମ୍ବାଇର ଏକ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବିପୁଳ ପରିମାଣର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

ସୂଚନା ଅନୁସାରେ, ମୁମ୍ବାଇଠୁ ୪୦ କିଲୋମିଟର ଦୂର ଭିୱାନ୍ଦି ତାଲୁକ ନିକଟରେ ଥିବା ଏକ ଗୋଦାମରେ ନିଆଁ ଲାଗିଥିଲା। ଏହି ଗୋଦାମର ନାମ ଭି ଲଜିଷ୍ଟିକ ୱେୟାରହାଉସ୍। ଏଠାରେ ବିପୁଳ ପରିମାଣର ହାଇଡ୍ରୋଲିକ୍ ଅଏଲ, ଡ୍ରେସ୍, ପ୍ଲାଷ୍ଟିକ୍ ସାମଗ୍ରୀ ଏବଂ ରାସାୟନିକ ପଦାର୍ଥ ଗଚ୍ଛିତ ହୋଇଥିଲା।

Also Read

ଗତକାଲି ରାତିରେ ହଠାତ୍ ଗୋଦାମରୁ ହୁ ହୁ ହୋଇ ନିଆଁ ବାହାରିଥିଲା। ସ୍ଥାନୀୟ ଲୋକେ ଏନେଇ ଖବର ଦେବା ପରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଖବର ଲେଖା ହେବା ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ନିଆଁ ଆୟତ୍ତ ହୋଇନଥିଲା।

ଅଗ୍ନିକାଣ୍ଡର ପ୍ରଭାବ ଏତେ ଥିଲା ଯେ, ସ୍ଥାନୀୟ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ସୌଭାଗ୍ୟବଶତଃ କୌଣସି ଜୀବନହାନୀ ହୋଇନାହିଁ। କିନ୍ତୁ ଲକ୍ଷ ଲକ୍ଷ ଟଙ୍କାର ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ତେବେ କେଉଁ କାରଣରୁ ଗୋଦାମରେ ନିଆଁ ଲାଗିଲା, ତାହା ଜଣାପଡ଼ିନାହିଁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story