ଆଜି ନୀତି ଆୟୋଗ ବୈଠକ; ସାଇବର ସିକ୍ୟୁରିଟି ଏବଂ AI ଉପରେ ଫୋକସ୍‌

ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଏହି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକର ମୁଖ୍ୟ ଫୋକସରେ ରହିଛି ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ।

PM Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। (ଫାଇଲ ଫଟୋ)

Niharika Rout
  • Published: Saturday, 27 July 2024
  • Updated: 27 July 2024, 07:31 AM IST

ଆଜି ନୂଆ ଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ। ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଏହି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକର ମୁଖ୍ୟ ଫୋକସରେ ରହିଛି ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ।

ଏଥିପାଇଁ ଆଲୋଚନାର ପ୍ରମୁଖ ୫ଟି ପ୍ରସଙ୍ଗ ରୁପେ ପାନୀୟ ଜଳ, ବିଦ୍ୟୁତ, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଜମି ଓ ସଂପତ୍ତି ଡିଜିଟାଇଜେସନ ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସାଇବର ସିକ୍ୟୁରିଟି ଏବଂ AI ଉପରେ ମଧ୍ୟ ସ୍ୱତନ୍ତ୍ର ଅଧିବେଶନରେ ଆଲୋଚନା କରାଯିବ।

ଗତ ଡିସେମ୍ବରରେ ଅନୁଷ୍ଠିତ ତୃତୀୟ ଜାତୀୟ ମୁଖ୍ୟ ଶାସନ ସଚିବ ସମ୍ମିଳନୀରେ ଦିଆଯାଇଥିବା ସୁପାରିଶଗୁଡ଼ିକର ମଧ୍ୟ ସମୀକ୍ଷା ହେବ। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଏବଂ ବହୁ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ।

Also Read

ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଗତରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟଶାସନ ସଚିବ ମଧ୍ୟ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ନୀତି ଆୟୋଗ ବୈଠକକୁ ବର୍ଜନ କରିଛନ୍ତି, କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ତେଲେଙ୍ଗାନା, ତାମିଲନାଡ଼ୁ, କେରଳ ଓ ପଞ୍ଜାବ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀ । ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ଏହି ବୈଠକରେ ଯୋଗ ଦେବେ ବୋଲି କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story