କିଛି ଦିନର ବ୍ୟବଧାନ ପରେ ସୀମାରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ। ଜମ୍ମୁ ସ୍ଥିତ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଛି। ସୀମାରେ ମୁତୟନ ହୋଇଥିବା ବିଏସ୍ଏଫ ଯବାନଙ୍କୁ ଟାର୍ଗେଟ କରି ହୋଇଥିବା ଗୁଳି ମାଡ଼ରେ ଭାରତର କୌଣସି ପ୍ରକାରର କ୍ଷୟକ୍ଷତି ହୋଇନାହିଁ।
Also Read
ସେନା ପକ୍ଷରୁ କୁହାଯାଇଛି ଯେ ପାକିସ୍ତାନ ରେଞ୍ଜର୍ସଙ୍କ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଥିଲା। ଏହାର ଜବାବ ମଧ୍ୟ ବିଏସ୍ଏଫ ଯବାନଙ୍କ ପକ୍ଷରୁ ଦିଆଯାଇଥିଲା। ସନ୍ଧ୍ୟା ୫.୫୦ରେ ଆରମ୍ଭ ହୋଇଥିବା ଗୁଳି ବିନିମୟ ଦୀର୍ଘ ୨୦ ମିନିଟ ଧରି ଚାଲିଥିଲା। ଏବେ ପରିସ୍ଥିତି ସ୍ୱାଭାବିକ ଥିବା ସେନା ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା
ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାର ଶୁଶାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ। ଶୁଣାଣିରେ ସାମୟିକ ରୋକ୍ ଲଗାଇବା ପାଇଁ କେଜ୍ରିୱାଲଙ୍କ ପକ୍ଷରୁ ପିଟିସନ ଦାଖଲ କରାଯାଇଥିଲା।
National
ଆଦାନୀ ଗ୍ରୁପକୁ ବଡ଼ ଝଟକା: ୭୩୬ ମିଲିୟନ ଡଲାରର ଡିଲ୍ ବାତିଲ କଲା ଏହି ଦେଶ
ଆଦାନୀ ଗ୍ରୁପ ସହ ୭୩୬ ମିଲିୟନ ଡଲାରର ଡିଲକୁ ବାତିଲ କରିଛି କେନିୟା।
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।
Politics
'ବିଜେପି ନୁହେଁ, କଂଗ୍ରେସ ଶାସିତ ରାଜ୍ୟରେ ନିବେଶ କରୁଥିଲେ ଆଦାନୀ'
ଗୌତମ ଆଦାନୀ ଲାଞ୍ଚ ମାମଲାରେ ରାହୁଲଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର। ଆମେରିକା କୋର୍ଟଙ୍କ ଅଭିଯୋଗରେ ଦର୍ଶାଯାଇଥିବା ୪ଟି ରାଜ୍ୟ ମଧ୍ୟରୁ କୌଣସି ଗୋଟିଏ ରାଜ୍ୟରେ ବିଜେପି ସରକାର ନଥିଲା।