ଲୋକାର୍ପିତ ହେଲା ଦେଶର ସବୁଠୁ ବଡ଼ କେବୁଲ୍ ବ୍ରିଜ୍

ଗୁଜରାଟର ଦ୍ୱାରକାରେ ନିର୍ମାଣ ହୋଇଛି ଏହି ବ୍ରିଜ୍‌। ଏହାର ନାଁ ଦିଆଯାଇଛି ‘ସୁଦର୍ଶନ ସେତୁ’।

Manoj Swain
  • Published: Sunday, 25 February 2024
  • Updated: 25 February 2024, 03:23 PM IST

Sports

Latest News

ଲୋକାର୍ପିତ ହୋଇଛି ଦେଶର ସବୁଠୁ ବଡ଼ କେବଲ୍-ଷ୍ଟେଡ୍‌ ‍ବା କେବଲ୍ ଆଧାରିତ ବ୍ରିଜ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାର ଉଦ୍‌ଘାଟନ କରିଛନ୍ତି। ଗୁଜରାଟର ଦ୍ୱାରକାରେ ନିର୍ମାଣ ହୋଇଛି ଏହି ବ୍ରିଜ୍‌। ଏହାର ନାଁ ଦିଆଯାଇଛି ‘ସୁଦର୍ଶନ ସେତୁ’। ଓଖା ଓ ବେଟ୍ ଦ୍ୱାରକା (ବେୟଟ ଦ୍ୱାରକା) ଦୀପକୁ ସଂଯୋଗ କରୁଛି ଏହି ସେତୁ। ଏଥିପାଇଁ ଖର୍ଚ୍ଚ ହୋଇଛି ୯୮୦ କୋଟି ଟଙ୍କା।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos