ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଇ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଗତବର୍ଷ ଡିସେମ୍ବର ୨୭ ତାରିଖରେ ପ୍ରହଲ୍ଲାଦ ମୋଦି କର୍ଣ୍ଣାଟକ ମୈସୁର ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

Prahlad Modi and Narendra Modi PhotoNews Track

ପ୍ରହଲ୍ଲାଦ ମୋଦି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Madhupriya Mistry
  • Published: Tuesday, 28 February 2023
  • Updated: 28 February 2023, 01:59 PM IST

Sports

Latest News

ବିଗିଡିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ ଭାଇ ପ୍ରହଲ୍ଲାଦ ମୋଦିଙ୍କ ସ୍ୱାସ୍ଥ୍ୟାବସ୍ଥା। ସେ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସେ କିଡ୍‌ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତାଙ୍କ ଚିକିତ୍ସା ଜାରି ରହିଛି। 

ମୋଦିଙ୍କ ବାପା ଦାମଦୋରଦାସ ମୁଲଚାନ୍ଦ ମୋଦି ଓ ତାଙ୍କ ପତ୍ନୀ ହିରାବେନ୍‌ଙ୍କର ପ୍ରହଲ୍ଲାଦ ହେଉଛନ୍ତି ପଞ୍ଚମ ସନ୍ତାନ। ସେ ଗୁଜରାଟର ଅହମ୍ମଦାବାଦରେ ଏକ ତେଜରାତି ଦୋକାନ ଓ ଟାୟାର୍ ଶୋ’ ରୁମ୍ ଚଳାଉଛନ୍ତି।

Also Read

ଗତବର୍ଷ ଡିସେମ୍ବର ୨୭ ତାରିଖରେ ପ୍ରହଲ୍ଲାଦ ମୋଦି କର୍ଣ୍ଣାଟକ ମୈସୁର ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେ ତାଙ୍କ ପରିବାର ସହ ଏକ କାର୍ ଯୋଗେ ବନ୍ଦିପୁରରୁ ମୈସୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

୨୦୨୨ ଅଗଷ୍ଟ ୨ରେ ଅଲ ଇଣ୍ଡିଆ ଫେୟାର ପ୍ରାଇସ୍ ସପ୍ ଡିଲର ଫେଡେରେସନ୍ (AIFPSDF)ର ଅନେକ ସଦସ୍ୟଙ୍କ ସହ ମିଶି ପ୍ରହ୍ଲାଦ ମୋଦି ସଂଗଠନର ବିଭିନ୍ନ ଦାବି ନେଇ ନୂଆଦିଲ୍ଲୀର ଜନ୍ତରମନ୍ତରରେ ଧର୍ମଘଟ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story