Advertisment

ଯବାନଙ୍କ ସହ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

ଯବାନଙ୍କ ସହ ଦୀପାବଳି ମନାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ହିମାଚଳ ପ୍ରଦେଶର ଲେପଚା ସୀମାନ୍ତରେ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ। ଯବାନମାନଙ୍କୁ ମିଠା ଖୁଆଇ ସେମାନଙ୍କ ପରାକ୍ରମ ଓ ଦେଶ ସେବାକୁ ସାଧୁବାଦ ଜଣାଇବା ସହ ଉତ୍ସାହିତ କରିଛନ୍ତି।

Advertisment

ଯବାନଙ୍କ ସହ ଦୀପାବଳି ମନାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ହିମାଚଳ ପ୍ରଦେଶର ଲେପଚା ସୀମାନ୍ତରେ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ। ଯବାନମାନଙ୍କୁ ମିଠା ଖୁଆଇ ସେମାନଙ୍କ ପରାକ୍ରମ ଓ ଦେଶ ସେବାକୁ ସାଧୁବାଦ ଜଣାଇବା ସହ ଉତ୍ସାହିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଲେପଚାର ଉଚ୍ଚତମ ଗିରିଶୃଙ୍ଗରୁ ଦେଶବାସୀଙ୍କୁ ଉଦବୋଧନ ଜଣାଇ କହିଛନ୍ତି, "ଭାରତର ପ୍ରଥମ ଗାଁରୁ ଦୀପାବଳି ପାଳନ କରିବା ସମୟରେ ଦେଶବାସୀଙ୍କୁ ମୋର ଅଭିନନ୍ଦନ, ଶୁଭ ଦୀପାବଳି।"

Advertisment
Diwali 2023 Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe