Advertisment

ସଂସଦରେ ଓଡ଼ିଆ କହିଲେ ରାଷ୍ଟ୍ରପତି

ଆଜି ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ।

author-image
Manoj Swain

ଆଜି ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ। ଫେବ୍ରୁଆରି ୯ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ସଂସଦରେ ଆସନ୍ତାକାଲି କାମଚଳା ବଜେଟ୍ ଉପସ୍ଥାପିତ ହେବ। ଏହା ପୂର୍ବରୁ ଆଜି ଉଭୟ ଲୋକସଭା ଓ ରାଜ୍ୟସଭାକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
President Of India Budget 2024