ସଂସଦରେ ଓଡିଆ କହିଲେ ରାଷ୍ଟ୍ରପତି | Odisha Reporter
Advertisment
ଆଜି ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ। ଫେବ୍ରୁଆରି ୯ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ସଂସଦରେ ଆସନ୍ତାକାଲି କାମଚଳା ବଜେଟ୍ ଉପସ୍ଥାପିତ ହେବ। ଏହା ପୂର୍ବରୁ ଆଜି ଉଭୟ ଲୋକସଭା ଓ ରାଜ୍ୟସଭାକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us