Advertisment

‘ମୁଁ ମୋଦିଙ୍କ ଫ୍ୟାନ’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲିଠୁ ୩ ଦିନିଆ ରାଜକୀୟ ଆମେରିକା ଗସ୍ତରେ ଯାଇଥିବା ବେଳେ ଟ୍ୱିଟରର ମାଲିକ ଏଲନ ମସ୍କଙ୍କ ସହ ସାକ୍ଷାତ କରିଛନ୍ତି।

author-image
Manoj Swain

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲିଠୁ ୩ ଦିନିଆ ରାଜକୀୟ ଆମେରିକା ଗସ୍ତରେ ଯାଇଥିବା ବେଳେ ଟ୍ୱିଟରର ମାଲିକ ଏଲନ ମସ୍କଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ପରେ ଏଲନ ମସ୍କ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇବା ସହ ନିଜକୁ ମୋଦିଙ୍କର ଜଣେ ବଡ଼ ପ୍ରଶଂସକ ବୋଲି କହିଛନ୍ତି। ଏଥିସହ ଆସନ୍ତା ବର୍ଷ ଭାରତ ଆସିବାକୁ ବି ସେ ମନ ବଳାଇଛନ୍ତି। 

Advertisment
Narendra Modi Elon Musk