Advertisment

ହ୍ୱାଇଟ ହାଉସରେ ବାଇଡେନଙ୍କ ସହ ମୋଦି

ଦୁଇ ଦେଶର ଜାତୀୟ ସଂଗୀତ ସହ ୧୯ ତୋପ ସଲାମୀ ଦ୍ୱାରା ମୋଦିଙ୍କୁ ହ୍ୱାଇଟ ହାଉସରେ ସ୍ୱାଗତ କରାଯାଇଛି।

author-image
Manoj Swain

ଆମେରିକାକୁ ପ୍ରଥମଥର ୩ ଦିନିଆ ରାଷ୍ଟ୍ରୀୟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହ୍ୱାଇଟ ହାଉସରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ ଓ ପ୍ରଥମ ମହିଳା ଜିଲ ବାଇଡେନ। ଦୁଇ ଦେଶର ଜାତୀୟ ସଂଗୀତ ସହ ୧୯ ତୋପ ସଲାମୀ ଦ୍ୱାରା ମୋଦିଙ୍କୁ ହ୍ୱାଇଟ ହାଉସରେ ସ୍ୱାଗତ କରାଯାଇଛି।

Advertisment
USA Narendra Modi