ମୋଦି ସାଙ୍ଗିଆକୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ସୁରଟ କୋର୍ଟ। ଏହାପରେ ତାଙ୍କୁ ୨ ର୍ବଷ ଜଲେ ଦଣ୍ଡାଦଶେ ସହ ସାଂସଦ ପଦ ମଧ୍ୟ ହରାଇବାକୁ ପଡ଼ିଲା। ଏହା ପରେ ରାହୁଲ ଗାନ୍ଧିଙ୍କୁ ସରକାରୀ ବଙ୍ଗଳା ଖାଲି କରିବାକୁ ମିଳିଥିଲା ନୋଟିସ୍ । ଫଳରେ ରାହୁଲ ଦିଲ୍ଲୀର ୧୦ ତୁଗଲକ ଲେନରେ ଥିବା ସରକାରୀ ବଙ୍ଗଳା ଖାଲି କରିଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୧୩ କୋଟିର ଘଣ୍ଟା ଆଣିଲେ ଦମ୍ପତି, ବାନ୍ଧିଲା ପୁଲିସ
ଦୁବାଇରୁ ପ୍ରାୟ ୧୩ କୋଟି ଟଙ୍କା ମୂଲ୍ୟର ଦୁଇଟି ଦାମୀ ଘଣ୍ଟା ଚୋରା ଚାଲାଣ କରିବା ଅଭିଯୋଗରେ ରାଜସ୍ଥାନର ଜଣେ ସ୍ୱାମୀ-ସ୍ତ୍ରୀଙ୍କୁ ଶୁକ୍ରବାର ଅହମ୍ମଦାବାଦ ବିମାନବନ୍ଦରରୁ ପୁଲିସ ଗିରଫ କରିଛି।
National
ଉଇ ଖାଇଗଲା ଲକର୍ର ୧୮ ଲକ୍ଷ
୧୮ ଲକ୍ଷ ଟଙ୍କାର ନୋଟ୍ ଖାଇ ସଫାଚଟ୍ କରିଦେଇଛି ଉଇ। ବ୍ୟାଙ୍କ ପକ୍ଷରୁ ଟଙ୍କାଟେ ବି କ୍ଷତିପୂରଣ ପାଇଲେନି ବିଚାରୀ ମହିଳା।
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।