ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଆଠଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାଧିକାର ସାବ୍ୟସ୍ତ କରିବେ ଭୋଟର । ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ
ଏହି ପର୍ଯ୍ୟାୟରେ ବିହାରର ୮ ଲୋକସଭା ଆସନ ସମେତ ହରିୟାଣାର ସମସ୍ତ ୧୦ଟି ଆସନ, ଜମ୍ମୁ ଓ କଶ୍ମୀରର ଗୋଟିଏ, ଝାଡ଼ଖଣ୍ଡର ୪, ଦିଲ୍ଲୀର ସମସ୍ତ ୭, ଓଡ଼ିଶାର ୬, ଉତ୍ତର ପ୍ରଦେଶର ୧୪ ଏବଂ ପଶ୍ଚିମବଙ୍ଗର ୮ଟି ଆସନ ଲାଗି ଭୋଟିଂ ହେବ । ଅନ୍ତିମ ପର୍ଯ୍ୟାୟ ମତଦାନ ଆସନ୍ତା ଜୁନ୍ ୧ ତାରିଖରେ ହେବ ।
Also Read
ଏହା ପୂର୍ବରୁ ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ, ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ, ମେ ୭ରେ ତୃତୀୟ ପର୍ଯ୍ୟାୟ, ମେ ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ସରିଛି। ଆସନ୍ତା ଜୁନ୍ ୪ ତାରିଖରେ ପ୍ରକାଶ ପାଇବ ଫଳାଫଳ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
କେତେ ସଫଳ ହେବ ବିଜେପି-ଏଆଇଏଡିଏମକେ ମେଣ୍ଟ?
ଉଭୟ ଦଳ ମେଣ୍ଟ କରି କ’ଣ ପାଇବାକୁ ଓ କ’ଣ ପ୍ରମାଣିତ କରିବାକୁ ଚାହୁଁଛନ୍ତି?

National
ତହବୁର ରାଣା: ପାକ୍ ଆର୍ମି ପୋଷାକ ପ୍ରତି ପ୍ରେମ ଓ ଆଇଏସଆଇ ସହ ବୈଠକ
କଡ଼ା ସୁରକ୍ଷା ବଳୟ ଓ ୨୪ ଘଣ୍ଟିଆ ସର୍ଭେଲାନ୍ସ ମଧ୍ୟରେ ରାଣାକୁ ଘନଘନ ଜେରା କରାଯାଉଛି।
Health
ଭାରତୀୟଙ୍କଠାରେ ଭିଟାମିନ ଡି’ର ଘୋର ଅଭାବ
ICRIER ଦେଇଥିବା ଏହି ରିପୋର୍ଟର ଶୀର୍ଷକ ରହିଛି ‘ରୋଡ୍ମ୍ୟାପ୍ ଟୁ ଆଡ୍ରେସ ଭିଟାମିନ୍ ଡି ଡେଫିସିଏନ୍ସୀ ଇନ୍ ଇଣ୍ଡିଆ’। ଏହି ରିପୋର୍ଟ ଅନୁଯାୟୀ, ଭାରତରେ ସବୁ ବର୍ଗର ଓ ବୃତ୍ତିର ଲୋକଙ୍କଠାରେ ଭିଟାମିନ ଡି’ର ଅଭାବ ଦେଖାଯାଇଛି।

National
ତହବୁର ରାଣାକୁ ଏନଆଇଏ କରୁଛି ଜେରା: ରହସ୍ୟମୟ ‘ଦୁବାଇ ବ୍ୟକ୍ତି’ କିଏ?
ମୁମ୍ବାଇ ୨୬/୧୧ ହମଲା ପୂର୍ବରୁ ରାଣା ଜଣେ ରହସ୍ୟମୟ ବ୍ୟକ୍ତିକୁ ଦୁବାଇରେ ଭେଟିଥିଲା।