ସୁପ୍ରିମକୋର୍ଟରେ ଆଉ ରହିବନି ‘ଗ୍ରୀଷ୍ମକାଳୀନ ଅବକାଶ ଛୁଟି’, ତା’ ବଦଳରେ...

ନିଜ ନିୟମରେ ସଂଶୋଧନ କରି ସୁପ୍ରିମକୋର୍ଟ ପକ୍ଷରୁ ଏପରି ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ସି. ୱାଇ ଚନ୍ଦ୍ରଚୂଡ଼ଙ୍କ ଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ନିୟମର ସଂଶୋଧନ କରାଯାଇ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ।

Supreme Court

ସୁପ୍ରିମ କୋର୍ଟ।

Niharika Rout
  • Published: Friday, 08 November 2024
  • Updated: 08 November 2024, 12:41 PM IST

Sports

Latest News

ସୁପ୍ରିମକୋର୍ଟରେ ଆଉ ରହିବନି ‘ଗ୍ରୀଷ୍ମକାଳୀନ ଅବକାଶ ଛୁଟି’। ଏହି ଶବ୍ଦର ସ୍ଥାନ ନେବ ‘ଆଂଶିକ ଅଦାଲତ କାର୍ଯ୍ୟ ଦିବସ’ । ନିଜ ନିୟମରେ ସଂଶୋଧନ କରି ସୁପ୍ରିମକୋର୍ଟ ପକ୍ଷରୁ ଏପରି ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ନିୟମର ସଂଶୋଧନ କରାଯାଇ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ।

ସୁପ୍ରିମକୋର୍ଟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, ଅଦାଲତର ଆଶିଂକ କାର୍ଯ୍ୟଦିବସର ସମୟ ସୀମା ଓ ଛୁଟିର ସଂଖ୍ୟା ପ୍ରଧାନ ବିଚାରପତି ସ୍ଥିର କରିବେ। ତେବେ ରବିବାରକୁ ଛାଡ଼ି ଏହି ସଂଖ୍ୟା ୯୫ରୁ ଯେପରି ଅଧିକ ନ ହେବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ପୂର୍ବରୁ ଏହି ସଂଖ୍ୟା ୧୦୩ ଥିଲା।

କିନ୍ତୁ ଏବେ ଏହି ଶବ୍ଦ ସୁପ୍ରିମକୋର୍ଟ କ୍ୟାଲେଣ୍ଡରରୁ ହଟାଇ ଦିଆଯାଇଛି। ଚଳିତ ବର୍ଷ ପ୍ରକାଶ ପାଇଥିବା ସୁପ୍ରିମ କୋର୍ଟ କ୍ୟାଲେଣ୍ଡର(୨୦୨୫) ରେ ଅବକାଶକାଳୀନ ଛୁଟି ଶବ୍ଦକୁ ହଟାଇ ଦିଆଯାଇଛି। ଏହା ପରିବର୍ତ୍ତେ ଆଶିଂକ ଅଦାଲତ କାର୍ଯ୍ୟ ଦିବସ ଆସନ୍ତା ବର୍ଷ ୨୬ ମେ’ ରୁ ଆରମ୍ଭ ହୋଇ ଜୁଲାଇ ୧୪ ତାରିଖରେ ଶେଷ ହେବ ।

Also Read

ସବୁ ବର୍ଷ ମେ’- ଜୁନ୍‌ ମାସରେ ସୁପ୍ରିମକୋର୍ଟରେ ସାତ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଧରି ଗ୍ରୀଷ୍ମକାଳୀନ ଅବକାଶ ହୋଇଥାଏ। ସେହିପରି ଡିସେମ୍ବର ମାସରେ ପ୍ରବଳ ଶୀତ ସମୟରେ ବି ଛୁଟି ହୋଇଥାଏ। କିନ୍ତୁ ତାହା ମଧ୍ୟରେ ଅବକାଶକାଳୀନ ବେଞ୍ଚ ବସିଥାଏ। ଉକ୍ତ ବେଞ୍ଚ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିଥାନ୍ତି।

ଏହି ଛୁଟି ସମୟରେ ଜଜ୍‌ମାନେ ପରିବାର ସହ ବିଦେଶ ଯାଇ ଛୁଟି କାଟୁଥିବା କୁହାଯାଉଥିଲା। ଏପରିକି କୋର୍ଟରେ ବିଭିନ୍ନ ମାମଲା ପଡ଼ି ରହିଥିବା ବେଳେ ବିଚାରପତିମାନେ ବିଦେଶରେ ମଜାମସ୍ତି କରୁଥିବା କୁହାଯାଉଥିଲା।

କିନ୍ତୁ ଏଥିରେ ସ୍ପଷ୍ଟୋକ୍ତି ଦେବାକୁ ଯାଇ ପ୍ରଧାନ ବିଚାରପତି କହିଥିଲେ, ଉକ୍ତ ଛୁଟି ସମୟରେ ବିଚାରପତିମାନେ ବାହାରକୁ ଯାଇ ଛୁଟି କାଟି ନ ଥାନ୍ତି। ଉକ୍ତ ସମୟର ଉପଯୋଗ କରି ସେମାନେ ବିଭିନ୍ନ ମାମଲାର ଚୂଡ଼ାନ୍ତ ରାୟକୁ ସବିଶେଷ ଭାବେ ଲେଖିଥାନ୍ତି। ଏଥିସହ ଅବକାଶକାଳୀନ ଛୁଟି ସମୟରେ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ନିମନ୍ତେ ପ୍ରଧାନ ବିଚାରପତି ଅବକାଶକାଳୀନ ପୀଠ ଗଠନ କରିଥାନ୍ତି। ଏହି ଛୁଟି ସମୟରେ ବିଚାରପତିମାନେ ନିଜ କାମ ପ୍ରତି ସମର୍ପିତ ରହିଥାନ୍ତି। ଏପରିକି ବିଚାରପତିମାନେ ସାପ୍ତାହିକ ଛୁଟି ଦିନରେ ବି କାମ କରିଥାନ୍ତି ବୋଲି ବି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story