ଏନ୍‌କାଉଣ୍ଟର୍‌ରେ ୭ ମାଓବାଦୀ ସଫା

ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ଅଛନ୍ତି। ସର୍ଚ୍ଚ ଅପରେସନ ବେଳେ ଏକେ-୪୭ ଓ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି।

Naxal Encounter

Representational Image

Madhupriya Mistry
  • Published: Tuesday, 30 April 2024
  • Updated: 30 April 2024, 01:36 PM IST

Sports

Latest News

ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ଆବୁଝାମାଡ଼ ଜଙ୍ଗଲରେ ଆଜି ସାକଳୁ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ବର୍ତ୍ତମାନ ସୁଦ୍ଧା ୭ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ଅଛନ୍ତି।

DRG ଓ STFର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ବେଶ କିଛି ସମୟ ଧରି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ଭିତରେ ଗୁଳି ବିନିମୟ ହୋଇଥିଲା। ଏନକାଉଣ୍ଟରସ୍ଥଳରୁ ସର୍ଚ୍ଚ ଅପରେସନ ବେଳେ ଏକେ-୪୭ ଓ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏନେଇ ବସ୍ତର ଆଇଜି ସୂଚନା ଦେଇଛନ୍ତି।

Also Read

ସୂଚନା ମୁତାବକ, ଛତିଶଗଡ ଓ ମହାରାଷ୍ଟ୍ର ସୀମାନ୍ତ ଟେକାମେଟା ଅଞ୍ଚଳରେ ବିପୁଳ ସଂଖ୍ୟାରେ ନକ୍ସଲମାନେ ଲଚୁ ରିହଥିବା ସୂଚନା ମିଳିଥିଲା। ଏହାପରେ ସୋମବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀ ଓ ପୁଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ।

ମଙ୍ଗଳବାର ସକାଳେ ଯବାନମାନେ ଉକ୍ତ ଅଞ୍ଚଳରେ ପହଞ୍ଚିବା ପରେ ନକ୍ସଲମାନେ ପ୍ରଥମେ ଗୁଳିମାଡ ଆରମ୍ଭ କରିଥଇଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ତରଫରୁ ମଧ୍ୟ ଗୁଳିମାଡ ହୋଇଥିଲା। ଏଥିରେ ଏବେ ସୁଦ୍ଧା ୭ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନକ୍ସଲଙ୍କ ବଡ କ୍ୟାଡେଟ୍‌ ଏଠାରେ ଉପସ୍ଥିତ ଥିବା କୁହାଯାଉଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story