କର୍ଣ୍ଣାଟକରେ ଛକା ପିଟିଲା କଂଗ୍ରେସ। ସାରା ଦେଶରେ ଦୁର୍ବଳ ହେଉଥିବା ହାତଦଳ ଏବେ ସବଳ ହେବାରେ ଲାଗିଛି। ସଠିକ ହୋଇଛି ଆକଳନ। କର୍ଣ୍ଣାଟକରେ କଂଗ୍ରେସର ଏହି ବୃହତ ବିଜୟ ପଛରେ କଣ ରହିଛି କାରଣ? ପୁରୁଣା ଷ୍ଟ୍ରାଟେଜିରେ ଦଳ ଲଢୁଥିଲା ନା ଆପଣାଇଥିଲା ନୂଆ ଫର୍ମୁଲା? ଜାଣନ୍ତୁ କଣ ରହିଛି ବିଜୟ ପଛର ସେହି କାରଣ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ
Politics
ନୀତୀଶ କୁମାର ଓ ବିଜେପି: କେନ୍ଦ୍ରରେ କୋଳାକୋଳି, ମଣିପୁରରେ କଳି!
ବିଜେପି ୨୦୨୪ ସାଧାରଣ ନିର୍ବାଚନରେ ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୭୨ ହାସଲ କରିପାରି ନାହିଁ।
Entertainment
ଆକ୍ରମଣକାରୀକୁ ରୁମ୍ରେ ଲକ କରିଦେଇଥିଲେ ଆହତ ସୈଫ ଅଲୀ ଖାନ, କିନ୍ତୁ କେମିତି ଖସିଗଲା?
ଶେହଜାଦ ପ୍ରଥମେ ମୁମ୍ବାଇରୁ କୋଲକାତାର ହାୱଡା ଯିବାକୁ ଲକ୍ଷ୍ୟ ରଖିଥିଲା। ସେଠାରୁ ସେ ବାଂଲାଦେଶ ଯାଇଥାଆନ୍ତା।
National
କାହିଁକି ୧୫,୦୦୦ କୋଟି ଟଙ୍କାର ସଂପତ୍ତି ହରେଇପାରନ୍ତି ସୈଫ ଅଲୀ ଖାଁ?
ଡକାୟତ ପଶିଲା। ଛୁରୀ ଭୁଷିଲା। ତଥାପି କିଛି ନେଇ ପାରିଲା ନାହିଁ। ସୈଫ ଅଲୀ ଖାଁ ବଂଚିଗଲେ, ତାଙ୍କ ସଂପତ୍ତି ବି ରହିଗଲା। ହେଲେ ଏବେ ସେ ହରେଇବାକୁ ଯାଉଛନ୍ତି ୧୫ ହଜାର କୋଟି ଟଙ୍କାର ଜମିବାଡ଼ି ଓ ଘରଦ୍ୱାର।
National
କେମିତି ପତ୍ନୀ ସହ ଗୋଟିଏ ସେଲଫି ଟପ୍ ମାଓବାଦୀକୁ ମାରି ଦେଲା ?
ପତ୍ନୀ ଅରୁଣା ସହ ଗୋଟିଏ ସେଲଫି ଜୟରାମକୁ ମହଙ୍ଗା ପଡ଼ିଛି। ଏହି ସେଲଫି ଯୋଗୁ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛି ଜୟରାମ।