ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ନକ୍ସଲ

ଦାନ୍ତେୱାଡର ଟୁମକାପାଲ ଓ ଡାବା କୁନ୍ନା ଗାଁ ମଧ୍ୟରେ ଏହା ଘଟିଛି।

Naxal

Representational Image

Hemant Lenka
  • Published: Sunday, 24 December 2023
  • Updated: 24 December 2023, 09:14 PM IST

Sports

Latest News

ଛତିଶଗଡ଼ର ନକ୍ସଲ ପ୍ରବଣ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ନକ୍ସଲ। ଦାନ୍ତେୱାଡର ଟୁମକାପାଲ ଓ ଡାବା କୁନ୍ନା ଗାଁ ମଧ୍ୟରେ ଏହା ଘଟିଛି।

ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ଡିଆରଜି, ସିଆରପିଏଫ ଓ ପୁଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ଗୁଳିମାଡ଼ ଆରମ୍ଭ କରି ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଦୃଢ଼ ଜବାବ ଦିଆଯାଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ୩ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି। ନିହତ ନକ୍ସଲଙ୍କ ମଧ୍ୟରେ ଦରଭା ଡିଭିଜିନର ଏଲଓସି କମାଣ୍ଡର ରହିଥିବା ଜଣାପଡ଼ିଛି। ସମସ୍ତ ୩ ନକ୍ସଲଙ୍କ ମୃତଦେହ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି।

ସେହିପରି ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ, ଗୁଳି, ବନ୍ଧୁକ ଓ ବିସ୍ଫୋରକ ମଧ୍ୟ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଥିବା ଦାନ୍ତେୱାଡା ଏସ୍‌ପି ଗୌରବ ରାଏ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story