Advertisment

ଅଷ୍ଟମ ଦିନରେ ପହଞ୍ଚିଲା ଉତ୍ତରକାଶୀ ଟନେଲ ଉଦ୍ଧାରକାର୍ଯ୍ୟ

ଉତ୍ତରକାଶୀ ଟନେଲ ଭୁଶୁଡିବା ଘଟଣାକୁ ବିତିଲାଣି ଆଠ ଦିନ। ଏବେ ମଧ୍ୟ ଫସି ରହିଛନ୍ତି ୪୧ ଜଣ ଶ୍ରମିକ। କିପରି ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ସେଥିପାଇଁ ପ୍ରାଣପ୍ରଣେ ଉଦ୍ୟମ କରୁଛନ୍ତି ଉଦ୍ଧାରକାରୀ ଟିମ୍।

author-image
Manoj Swain

ଉତ୍ତରକାଶୀ ଟନେଲ ଭୁଶୁଡିବା ଘଟଣାକୁ ବିତିଲାଣି ଆଠ ଦିନ। ଏବେ ମଧ୍ୟ ଫସି ରହିଛନ୍ତି ୪୧ ଜଣ ଶ୍ରମିକ। କିପରି ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ସେଥିପାଇଁ ପ୍ରାଣପ୍ରଣେ ଉଦ୍ୟମ କରୁଛନ୍ତି ଉଦ୍ଧାରକାରୀ ଟିମ୍। ଖାଦ୍ୟ, ପାନୀୟ ଓ ଅମ୍ଳଜାନ ପଠାଯିବା ସହ ଶ୍ରମିକମାନଙ୍କ ସହ ନିରନ୍ତର ଯୋଗାଯୋଗ କରାଯାଉଛି। ଉଦ୍ଧାରକାର୍ଯ୍ୟକୁ ଆଉ ୪ରୁ ୫ ଦିନ ଲାଗିପାରେ ବୋଲି କହିଛନ୍ତି ଜଣେ ବରିଷ୍ଠ ଅଧିକାରୀ। 

Advertisment
Tunnel Collapses In Uttarakhand