ବାଜିରେ ଲାଗିଛି 40 ଜୀବନ | Odisha Reporter
Advertisment
ଉତ୍ତରକାଶୀ ଟନେଲ ଭୁଶୁଡିବା ଘଟଣାକୁ ବିତିଲାଣି ଆଠ ଦିନ। ଏବେ ମଧ୍ୟ ଫସି ରହିଛନ୍ତି ୪୧ ଜଣ ଶ୍ରମିକ। କିପରି ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ସେଥିପାଇଁ ପ୍ରାଣପ୍ରଣେ ଉଦ୍ୟମ କରୁଛନ୍ତି ଉଦ୍ଧାରକାରୀ ଟିମ୍। ଖାଦ୍ୟ, ପାନୀୟ ଓ ଅମ୍ଳଜାନ ପଠାଯିବା ସହ ଶ୍ରମିକମାନଙ୍କ ସହ ନିରନ୍ତର ଯୋଗାଯୋଗ କରାଯାଉଛି। ଉଦ୍ଧାରକାର୍ଯ୍ୟକୁ ଆଉ ୪ରୁ ୫ ଦିନ ଲାଗିପାରେ ବୋଲି କହିଛନ୍ତି ଜଣେ ବରିଷ୍ଠ ଅଧିକାରୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us