Advertisment

IED ବିସ୍ଫୋରଣ; ୨ ITBP ଯବାନ ଶହୀଦ

ଛତିଶଗଡ଼ ସୀମାନ୍ତରେ IED ବିସ୍ଫୋରଣ ଘଟଣାରେ ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୁଲିସ୍ (ITBP) ଯବାନ ଶହୀଦ ହୋଇଛନ୍ତି।

Personnel

Personnel

Advertisment

ଛତିଶଗଡ଼ ସୀମାନ୍ତରେ IED ବିସ୍ଫୋରଣ ଘଟଣାରେ ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୁଲିସ୍ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Advertisment

ସୂଚନା ଅନୁସାରେ, ଆଜି ଶତିଶଗଡ଼ର ସୀମାବର୍ତ୍ତୀ ଅଞ୍ଚଳ ନାୟାରଣପୁର ଜିଲ୍ଲାରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିଲେ। ଖାନତଲାସୀ ପରେ ସେଠାରୁ ଫେରିବା ସମୟରେ ମୋହାନ୍ଦି ଗାଁ ନିକଟରେ ଆଇଡି ବିସ୍ଫୋରଣ ଘଟିଥିଲା। 

ଏଥିରେ କିଛି ସୁରକ୍ଷାକର୍ମୀ ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣ ITBP ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏଥିସହ ଦୁଇ ଜଣ ପୁଲିସ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ସେପଟେ, ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe