କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜି କୃଷ୍ଣ ରେଡ୍ଡୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଛି।
ରବିବାର ରାତି ପ୍ରାୟ ୧୧ଟା ବେଳେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ କାର୍ଡିଓ ନ୍ୟୁରୋ ସେଣ୍ଟରର କାର୍ଡିଆକ କେୟାର ୟୁନିଟରେ ରଖାଯାଇଛି।
Also Read
ଜି କୃଷ୍ଣ ରେଡ୍ଡୀ ପର୍ଯ୍ୟଟନ ଓ ସଂସ୍କୃତି ସହିତ ପୂର୍ବୋତ୍ତର କ୍ଷେତ୍ର ବିକାଶ ମନ୍ତ୍ରଣାଳୟର ବି ମନ୍ତ୍ରୀ ଅଛନ୍ତି। ସେ ୨୦୧୯ରେ ସିକନ୍ଦରାବାଦ ଆସନରୁ ବିଜୟୀ ହୋଇ ଲୋକସଭାକୁ ଆସିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।
Politics
ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଜେପିସି: ୩୧ ସାଂସଦଙ୍କ ମଧ୍ୟରେ ପ୍ରିୟଙ୍କା, ସମ୍ବିତ ଓ ଭର୍ତ୍ତୃହରି
ଏନସିପି ସାଂସଦ ସୁପ୍ରିୟା ସୁଲେ ଓ ବିଜେପି ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ କମିଟିରେ ରହିଛନ୍ତି।
National
ଯାତ୍ରୀବାହୀ ଡଙ୍ଗାକୁ ନୌସେନା ସ୍ପିଡ ବୋଟ ଧକ୍କା ଦେବା ଘଟଣାରେ ୧୩ ମୃତ
ଇଞ୍ଜିନ ଟ୍ରାଏଲ ପାଇଁ ସମୁଦ୍ରରେ ଚକର ମାରୁଥିବା ନୌସେନାର ସ୍ପିଡ ବୋଟଟି ହଠାତ୍ ନିୟନ୍ତ୍ରଣ ହରାଇଥିଲା। ଫଳରେ ଏହା ସାମ୍ନାକୁ ଆସୁଥିବା ଯାତ୍ରୀବାହୀ ଡଙ୍ଗାକୁ ଧକ୍କା ଦେଇଥିଲା।
Politics
‘ଆମ୍ବେଦକର ବିବାଦ’ରେ ସ୍ପଷ୍ଟୀକରଣ ରଖିଲେ ଅମିତ ଶାହ, କହିଲେ- ଇସ୍ତଫା ଦେବିନି
ବିରୋଧୀଙ୍କ ସ୍ୱର ଶାଣିତ ହେଉଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି ପୂରା ବିବାଦ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଅମିତ ଶାହ। ଏହି ସମୟରେ ସେ କଂଗ୍ରେସକୁ ସମାଲୋଚନା କରିବାକୁ ଆଦୌ ପଛାଇ ନାହାନ୍ତି।
National
ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍ ବୋଟ୍
ବର୍ତ୍ତମାନ ସୁଦ୍ଧା ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାରକାରୀ ଦଳ ପାଣି ଭିତରକୁ ୬୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି।