ଭିନେଶ ଫୋଗାଟ୍ ଅସୁସ୍ଥ। ଡିସ୍କ୍ୱାଲିଫାଏଡ୍ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି।
ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ ଫୋଗଟ । ଓଜନ ହ୍ରାସ ପାଇଁ ରାତିସାରା ବ୍ୟାୟାମ କରିବାରୁ ଅସୁସ୍ଥ ହୋଇଥିବା ସୂଚନା ମିଳିଛି।ତାଙ୍କ ଚିକିତ୍ସା ଜାରି ରହିଛି।
Also Read
୫୦ କେଜି ମହିଳା କୁସ୍ତି ଯୋଦ୍ଧାର ଫାଇନାଲ୍ ଫାଇଟ୍ ପୂର୍ବରୁ ଡିସ୍କ୍ୱାଲିଫାଏଡ୍ ଘୋଷିତ ହୋଇଛନ୍ତି ଭାରତୀୟ ରେସଲର୍ ଭିନେଶ ଫୋଗାଟ୍।ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ତାଙ୍କୁ ଡିସ୍କ୍ୱାଲିଫାଏଡ୍ ଘୋଷଣା କରାଯାଇଛି। ୫୦ କେଜିଠାରୁ ଭିନେଶ ମାତ୍ର କିଛି ଗ୍ରାମ୍ ଅଧିକ ଓଜନର ଥିବା ସୂଚନା ମିଳିଛି।
ରିପୋର୍ଟ ଅନୁସାରେ ଭିନେଶଙ୍କ ଓଜନ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଛି। ଏଥିପାଇଁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି। ପ୍ରତିଯୋଗିତାର ନିୟମ ଅନୁଯାୟୀ, ଭିନେଶ ରୌପ୍ୟ ପଦକ ପାଇଁ ମଧ୍ୟ ଯୋଗ୍ୟ ନୁହନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପାରିବାରିକ କଳହର କରୁଣ ପରିଣତି; ମା’ ଓ ୪ ଭଉଣୀଙ୍କୁ ମାରିଦେଲେ ଯୁବକ
ଯୁବକଙ୍କ ୪ ଭଉଣୀଙ୍କୁ ଯଥାକ୍ରମେ ୧୯,୧୮,୧୬ ଓ ୯ ବର୍ଷ ହୋଇଥିଲା।
National
ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରମୁଖ ।
National
ପରିବାର ସହ ଛୁଟି କାଟିବାକୁ ଗଲେ ଡାକ୍ତର, ଘରେ କଳାକନା ବୁଲାଇଲା ଚାକର
ନୂଆ ବର୍ଷ ପାଳିବାକୁ ନିଜ ପରିବାର ସହ ଯାଇଥିବା ଡାକ୍ତରଙ୍କ ଘରେ କଳାକନା ବୁଲାଇଲେ ଚାକର । ସୁନା ଅଳଙ୍କାର ଓ ହୀରା ଖଚିତ ହାର ସହ ନଗଦ ଟଙ୍କା ମିଶାଇ ସମୁଦାୟ ସାଢେ ୮ ଲକ୍ଷ ଲୁଟିନେଲେ
National
ମହିଳାଙ୍କ ECG କରୁଥିଲେ ସଫେଇ କର୍ମଚାରୀ, ମାଡ଼ି ବସିଲେ ପୂର୍ବତନ କର୍ପୋରେଟର
ଇସିଜି ପାଇଁ କ’ଣ ଅତିରିକ୍ତ ଟଙ୍କା ମିଳୁଛି ବୋଲି ସିଦ୍ଦିକୀ ପଚାରିବାରୁ ଏହାର ଜବାବ ନା ବୋଲି କହିଥିଲେ ମୁକେଶ।
National
ସମ୍ଭାଳି ପାରିଲେନି, ମଦ ଦୋକାନରେ ଚୋରି କରିବା ବେଳେ ପ୍ରବଳ ପିଇଦେଲ: ଆଉ ତା’ ପରେ...
ନବବର୍ଷ ପୂର୍ବରୁ ଏତେ ଜିନିଷ ଲୁଟ କରିବାରେ ସେ ସଫଳ ହୋଇଥିବାରୁ ଖୁସିରେ ପିଇ ଚାଲିଥିଲା। ସେ ଏତେ ପିଇଥିଲା ଯେ ତାକୁ ପୂରା ନିଶା ହୋଇଯାଇଥିଲା।