Advertisment

ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା

ଆନ୍ଧ୍ର ପ୍ରଦେଶର ନୂଆ ରାଜଧାନୀ ବିଶାଖାପାଟଣା ହେବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏହାସହ ବର୍ତ୍ତମାନର ରାଜଧାନୀ ଅମରାବତୀ ନେଇ ଚାଲିଥିବା ଚର୍ଚ୍ଚା ଓ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

author-image
Manoj Swain
Andhra Pradesh Visakhapatnam