Advertisment

ହେଭିଓ୍ୱେଟ୍‌ ନେତାଙ୍କ ଆଜି ଭାଗ୍ୟ ପରୀକ୍ଷା, ଭୋଟିଂ ଜାରି

୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ସିଟ୍ ପାଇଁ ଚାଲିଛି ମତଦାନ।

Voting

Voting

Advertisment

ଦେଶରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ଭୋଟିଂ ଜାରି ରହିଛି। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ, ବୁଥ ମାନଙ୍କରେ ଭିଡ ଜମିଛି । ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ସିଟ୍ ପାଇଁ ଚାଲିଛି ମତଦାନ।

Advertisment

ଏହି ପର୍ଯ୍ୟାୟରେ ମୋଟ ୬୯୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି। ସେମଧ୍ୟରେ ରହିଛି ବିହାରର ୫ ଆସନ, ଜମ୍ମୁ ଓ କଶ୍ମୀରର ୧, ଝାଡଖଣ୍ଡର ୩, ଲଦାଖର ୧, ମହାରାଷ୍ଟ୍ରର ୧୩, ଉତ୍ତରପ୍ରଦେଶର ୧୪ ଆସନ, ପଶ୍ଚିମବଙ୍ଗର ୭ ଆସନ ସମେତ ଓଡିଶାର ୫ ଆସନ।

ଏହି ପର୍ଯ୍ୟାୟରେ ହେଭିୱେଟଙ୍କ ମଧ୍ୟରେ ରହିଛନ୍ତି, ଉତ୍ତର ମୁମ୍ବାଇରୁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ, ମୁମ୍ବାଇ ନର୍ଥ ସେଣ୍ଟ୍ରାଲରୁ ବିଜେପି ପ୍ରାର୍ଥୀ ଉଜ୍ଜଳ ନିକମ, କଂଗ୍ରେସ ପ୍ରାର୍ଥୀ ରାହୁଲ ଗାନ୍ଧି, ବିଜେପିର ରାଜନାଥ ସିଂହ, ସ୍ମୃତି ଇରାନୀଙ୍କ ଭଳି ନେତା।

Advertisment
Fifth Phase Voting Loksabha Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe