ଚନ୍ଦ୍ରୟାନ-3 କେମିତି ପହଞ୍ଚିବ ଜହ୍ନରେ ? | Odisha Reporter
Advertisment
ଆଜି ଭାରତ ପାଇଁ ଗର୍ବ ଓ ଗୌରବର ଦିନ । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାବନ ମହାକାଶ କେନ୍ଦ୍ରର ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ଚନ୍ଦ୍ରଯାନ-3ର ଉତକ୍ଷେପଣ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ ୨ଟା ୩୫ରେ LVM3-M4 ରକେଟ୍ ଯୋଗେ ଉଡାଣ ଭରିଛି ଚନ୍ଦ୍ରଯାନ-3 ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us