ରଥଯାତ୍ରା ଶେଷ ସମୀକ୍ଷା ବୈଠକ: ଟ୍ରାଫିକ, ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ

ପୁରୀ:ନବକଳେବର ବର୍ଷ ରଥଯାତ୍ରା ଲାଗି ଶେଷ ସମୀକ୍ଷା ବୈଠକ ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଛନ୍ତି । ଏଥିରେ ରଥଯାତ୍ରା ସମୟରେ ସମସ୍ତ ନୀତିକାନ୍ତି ସମ୍ପର୍କରେ ଆଲୋଚନା କରାଯିବା ସହ ରଥ ନିର୍ମାଣ ଓ ଅନ୍ୟ ଭିତ୍ତିଭୂମି ବିକାଶ ନେଇ ସମୀକ୍ଷା ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରର ସ୍ୱାସ୍ଥ୍ୟ, ପରିମଳ, ପାନୀୟଜଳ, ବିଦ୍ୟୁତ୍, ଗମନାଗମନ ସହ ରାସ୍ତାଘାଟ ନିର୍ମାଣର ଚୂଡ଼ାନ୍ତ ସମୀକ୍ଷା କରିଥିଲେ । ବୈଠକରେ ରଥଯାତ୍ରା ସମୟରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥା କିବରି ଠିକ ରହିବ ତାହା ଉପରେ ଗୁରୁତ୍ୱ ଦିଆଯାଇଥଇଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି, ପୋଲିସ ଡିଜି ସଞ୍ଜିବ ମାରିକ, ନବକଳେବର ଓଏସଡି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଓ ମନ୍ତ୍ରୀ ଉପସ୍ଥିତ ଅଛନ୍ତି।

ଆହୁରି ପଢ଼ନ୍ତୁ

ଅନୁଗୋଳରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ନବ ଦିନାତ୍ମକ ଯାତ୍ରା ଶେଷ କରି ନୀଳକନ୍ଦରକୁ ବାହୁଡ଼ିଲେ ଶ୍ରୀଜିଉ

ବରକୁ ଉଠାଇ ନେଲା ପୁଲିସ, ମେ’ଫେୟାର ହୋଟେଲ ସିଲ୍

ନିର୍ଦ୍ଦେଶକୁ ୫ବର୍ଷ ବିତିଲା, ୭୭ % ସ୍କୁଲରେ ନାହିଁ ଖେଳପଡ଼ିଆ

ବନ୍ଧା ହେଲେ ୨, ବିବାହ ଆଇନ୍ ଉଲ୍ଲଂଘନ କଲେ ଫସିବେ ପୁରୋହିତ

ସମସ୍ତଙ୍କ ସ୍ୱାବ୍ ପରୀକ୍ଷା ଦାବି କଲା କଂଗ୍ରେସ

ମୋ ଧନକୁ ଡାକ୍ତର ଟ୍ରିଟ୍‌ମେଣ୍ଟ କଲେନି: ବାପା, ଭାଇ ତମେ ବି ଆସିଲନି…

ରାଜ୍ୟରେ ଅଣାୟତ୍ତ ‘କରୋନା’ ମହାମାରୀ: ନେଲାଣି ଆଉ ୫ ମୁଣ୍ଡ

ଘରକୁ ଫେରୁନାହାନ୍ତି, କେଉଁଠି ଅଛନ୍ତି ଆରତି?

‘ମୁଁ ସୁସ୍ଥ, ମୋତେ ନିଆଁ ପାଣି ବାସନ୍ଦ’

ସୀତାଙ୍କୁ ଅପମାନ ବିବାଦ: ଏକାଡେମୀ ପୁରସ୍କାର ପ୍ରତ୍ୟାହାର ଦାବି

ସୁସ୍ଥ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ