ଅଲାରନାଥଙ୍କ ଦର୍ଶନର ଦ୍ୱିତୀୟ ଦିନ: ଭକ୍ତଙ୍କ ଭିଡ

ବ୍ରହ୍ମଗିରି: ବ୍ରହ୍ମଗିରିରେ ମହାପ୍ରଭୁ ଅଲାରନାଥଙ୍କ ଦର୍ଶନର ଗୁରୁବାର ଥିଲା ଦ୍ୱିତୀୟ ଦିନ। ସକାଳୁ ସକାଳୁ ମନ୍ଦିର ଖୋଲିବା ପରେ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଲାଗିଛି। ସକାଳ ସାଢେ଼ ୬ଟାରେ ଠାକୁରଙ୍କ ଦୈନ୍ୟଦିନ ନୀତିକାନ୍ତି କରାଯାଇଥିଲା। ପରେ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ। ବ୍ୟାରିକେଟ୍ ଆସି ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରୁଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

alaranath

alaranath

Rakesh Mallick
  • Published: Thursday, 04 June 2015
  • Updated: 04 June 2015, 08:18 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story