ଭୁବନେଶ୍ୱର: ଭୁବନେଶ୍ୱର ପାୱାର ହାଉସ ଛକ ନିକଟରେ ଦୁର୍ଘଟଣା ଘଟି ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ତିନିଜଣ ଗୁରୁତର ଭାବେ ଆହାତ ହୋଇଛନ୍ତି। ଆଜି ସକାଳୁ ନୂଆପଲ୍ଲୀ ମଣ୍ଡପଆଡୁ ଆସୁଥିବା ଏକ ବାଲି ବୋଝେଇ ଟ୍ରକ ଜୟଦେବ ବିହାର ଆଡୁ ଆସୁଥିବା ଏକ ଇନୋଭାକୁ ମୁହାଁମୁହିଁ ଧକ୍କା ଦେଇଥିଲା।
ଗାଡିରେ ଥିବା ୪ଜଣଙ୍କର ମଧ୍ୟରୁ ଗାଡି ଚାଳକ ଘଟଣାସ୍ଥଳରେ ଗୁରୁତର ହୋଇଥିଲେ। ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ବୋଲି ଘୋଷଣା କରିଥିଲେ।
ଅନ୍ୟ ତିନିଜଣଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭତ୍ତି କରାଯାଇଥିଲା।ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଏମାନଙ୍କର ପରିବାରବର୍ଗ ଭିନ୍ନ ଭିନ୍ନ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରଣ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।