ଭୁବନେଶ୍ୱର: ଏଲ୍ ଆଣ୍ଡ ଟିକୁ ଦୁଇଟି ବକ୍ସାଇଟ୍ ଖଣି ଦେବାକୁ କେନ୍ଦ୍ରକୁ ରାଜ୍ୟ ସରକାର କରିବାକୁ ଥିବା ସୁପାରିଶ ଉପରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ଦଳ ନେତା ନରସିଂହ ମିଶ୍ର। ସେ ଅଭିଯୋଗ କରିଛନ୍ତି, ନୂଆ ଏମ୍ଏମଡିଆର ଆକ୍ଟ ଆସିବା ପରେ, ନିଲାମ ଜରିଆରେ ଖଣି ଦେବାକୁ ଆଇନ ହୋଇଥିଲେ ବି ରାଜ୍ୟ ସରକାର ବେଦାନ୍ତକୁ ବକ୍ସାଇଟ୍ ଦେବାକୁ ଚକ୍ରାନ୍ତ କରୁଛନ୍ତି। ଏଲ୍ ଆଣ୍ଡ୍ ଟି ମାଧ୍ୟମରେ ବେଦାନ୍ତକୁ ବକ୍ସାଇଟ ଖଣି ଯୋଗାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ଭିତରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି ନରସିଂହ। ତେବେ ଏନେଇ ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।