ସମ୍ବଲପୁର: ସମ୍ବଲପୁର ପୂର୍ବତନ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଗରିଫ ହୋଇଛନ୍ତି । ଗତକାଲି ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଜୟନାରାୟଣ ମିଶ୍ର ଖଣ୍ଡା ଚାଳନା କରିଥିବା ନେଇ ଅଭିଯୋଗ ହୋଇଛି । ଶୋଭାଯାତ୍ରାବେଳେ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନକୁ ପ୍ରଶାସନ ପକ୍ଷରୁ ନିଷେଧ କରାଯାଇଥିଲା ।
ଏହା ପରେ ବି ଜୟନାରାୟଣ ସର୍ବ ସମ୍ମୁଖରେ ଖଣ୍ଡା ଚାଳନା କରିଥିଲେ । ଏନେଇ ଉଭୟ ଟାଉନ ଥାନା ଓ ଧନୁପାଲି ଥାନାରେ ମାମଲା ରୁଜୁ ହୋଇଛି । ଏହାପରେ ତାଙ୍କୁ ଗିରଫ କରାଯାଇଥିଲା । ଅନ୍ୟପକ୍ଷରେ ଜାୟନାରାୟଣ କହିଛନ୍ତି ଯେ ସେ କିଛି ଭୁଲ କରିନାହାନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୧୬ ବର୍ଷର ପୁଅ ସହିତ ପଳାଇଲା ୧୦ ବର୍ଷର ଝିଅ!
ରୋଚକ କଥା ହେଉଛି ଯେ ୫ମ ଶ୍ରେଣୀରେ ପଢୁଥିବା ଏହି ଝିଅଟିର ବାପା ଇନଷ୍ଟାଗ୍ରାମ ବିଷୟରେ କିଛି ଜାଣନ୍ତି ନାହିଁ।
National
ଅତୁଲ ସୁଭାଷ ଆତ୍ମହତ୍ୟା ମାମଲା: ପତ୍ନୀ, ଶାଶୁ ଓ ଶାଳକଙ୍କୁ ମିଳିଲା ଜାମିନ
ଗତ ଡିସେମ୍ବର ୯ ତାରିଖରେ ଅତୁଲ ସୁଭାଷ ଆତ୍ମହତ୍ୟା କରିଥିଲେ। ପତ୍ନୀ, ଶାଶୁ ଓ ଶାଳକଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣି ସେ ଆତ୍ମହତ୍ୟା କରିଥିଲେ।
National
ସାମ୍ବାଦିକ ମୁକେଶଙ୍କ ହତ୍ୟା ଘଟଣାରେ ଟ୍ୱିଷ୍ଟ; ସଂପର୍କୀୟ ଭାଇ ଗିରଫ
ପୁଲିସ ଏହି ମାମଲାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ରିତେଶ ସହିତ ତାଙ୍କ ପରିବାରର ଅନ୍ୟ ଜଣେ ସଦସ୍ୟ ଦୀନେଶ ଚନ୍ଦ୍ରକାର ମଧ୍ୟ ଅଛନ୍ତି।
National
ଘାଟି ତଳକୁ ଖସି ପଡ଼ିଲା ସେନା ଟ୍ରକ୍; ୪ ଯବାନ ମୃତ, ୫ ଆହତ
ଆହତ ଯବାନମାନଙ୍କୁ ନିକଟସ୍ଥ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି।
National
ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି; ଜାଣନ୍ତୁ, କେଜ୍ରିୱାଲଙ୍କ ବିରୋଧରେ କାହାକୁ ଟିକେଟ ଦେଲା
ଗାନ୍ଧୀ ନଗର ବିଧାୟକ ଅନୀଲ ବାଜପେୟୀଙ୍କୁ ଏଥର ଟିକେଟ ଦେଇନି ବିଜେପି। ତାଙ୍କ ବଦଳରେ ପୂର୍ବତନ ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲୀଙ୍କୁ ଦଳ ଟିକେଟ ଦେଇଛି।