ଭୁବନେଶ୍ୱର:ସୁଦର୍ଶନଙ୍କଦାରୁ ଛେଦନ ପାଇଁ ଭୁବନେଶ୍ୱର ଉପକଣ୍ଠ ଗଡଣ୍ଟୁଣିଆରେ ଗାଁରେ ପ୍ରସ୍ତୁତି ଜାରି ରହିଛି । ଆଜି ଭୂମି ପୂଜା,ବୃକ୍ଷ ସ୍ନାନ ଓ ଅଙ୍କୁରାରୋପଣ ଆଦି କାର୍ଯ୍ୟ କରାଯାଇଛି । ଏହାପରେ ଗୁରୁବାରଠାରୁ ମହାଯଜ୍ଞ ଆରମ୍ଭ ହେବ । ମହାଯଜ୍ଞରେ ପୂର୍ଣ୍ଣାହୁତି ଦିଆଯିବା ପରେ ଦାରୁ ଛେଦନ କରାଯିବ ।
ବିଶ୍ୱକର୍ମା ସେବାୟତମାନେ ଦାରୁ ଛେଦନ କରିବେ । ପରମ୍ପରା ଓ ରୀତିନିତୀ ଅନୁସାରେ ଦାରୁଙ୍କୁ ଶଗଡିରେ ଶ୍ରୀକ୍ଷେତ୍ରକୁ ନିଆଯିବ । ସେପଟେ ସୁଦର୍ଶନଙ୍କ ଦାରୁ ଦର୍ଶନ ପାଇଁ ଗଡ଼କଣ୍ଟୁଣିଆରେ ବହୁ ସଂଖ୍ୟାରେ ଭକ୍ତ ସମାଗମ ହେଉଛି । ଏହାକୁ ନେଇ ସେଠାରେ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଅନ୍ୟପକ୍ଷରେ ଦାରୁର ସୁରକ୍ଷା ପାଇଁ ପୋଲିସ୍ ପକ୍ଷରୁ ବ୍ୟାପକ ସୁରକ୍ଷାବ୍ୟସ୍ଥା ଗ୍ରହଣ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।