ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ୪୪୫ ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୪୪୫ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ୬ଟି ଲୋକସଭା ଆସନ ପାଇଁ ମୋଟ ୬୧ଜଣ ଓ ୪୨ଟି ବିଧାନସଭା ଆସନ ନିମନ୍ତେ ୩୮୪ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ନାମାଙ୍କନ ପତ୍ର ଦାଖଲର ଶେଷଦିନରେ ବିଧାନସଭା ପାଇଁ ୧୭୭ଜଣ ଓ ଲୋକସଭା ପାଇଁ ୨୯ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା […]

evm

evm

Hemant Lenka
  • Published: Tuesday, 09 April 2019
  • Updated: 09 April 2019, 09:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୪୪୫ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ୬ଟି ଲୋକସଭା ଆସନ ପାଇଁ ମୋଟ ୬୧ଜଣ ଓ ୪୨ଟି ବିଧାନସଭା ଆସନ ନିମନ୍ତେ ୩୮୪ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ନାମାଙ୍କନ ପତ୍ର ଦାଖଲର ଶେଷଦିନରେ ବିଧାନସଭା ପାଇଁ ୧୭୭ଜଣ ଓ ଲୋକସଭା ପାଇଁ ୨୯ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ଏବେସୁଦ୍ଧା ରାଜ୍ୟରେ ମୋଟ ୮୬୬୦ଟି ଜାମିନବିହୀନ ଗିରଫ ପରୱାନା କାର୍ଯ୍ୟକାରୀ ହୋଇଥିବାବେଳେ ୪୭,୫୩୨ଜଣଙ୍କୁ ଅଟକ ରଖାଯାଇଛି। ୫୦୪୪ଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ଜିଲ୍ଲା ପ୍ରଶାସନ ପାଖରେ ଜମା ହୋଇଥିବାବେଳେ ୨୧୪ଟି ଅଣଲାଇସେନ୍ସପ୍ରାପ୍ତ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଆଜି ସୁଦ୍ଧା ରାଜ୍ୟରେ ପ୍ରାୟ ୩.୩୧ କୋଟି ଟଙ୍କାର ମଦ ଜବତ କରାଯାଇଛି। ପୁଲିସ୍ ଓ ଫ୍ଲାଇଙ୍ଗ୍ ସ୍କ୍ୱାର୍ଡ ଦ୍ୱାରା ଆଜିସୁଦ୍ଧା ୨.୩୧କୋଟି ଟଙ୍କା ନଗଦ ଜବତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story