ଭୁବନେଶ୍ୱର: ଶ୍ରୀ ସୁଦର୍ଶନଙ୍କ ଦାରୁଛେଦନ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଅପରାହ୍ଣରେ ମହାଯଜ୍ଞର ପୂର୍ଣ୍ଣହୂତି ପରେ ଦାରୁଛେଦନ କାର୍ଯ୍ୟ ଆରମ୍ଭ ହୋଇଛି । ଏଥିଲାଗି ଗତକାଲିଠାରୁ ଭୁବନେଶ୍ୱର ଉପକଣ୍ଠ ହୀରାପୁର ଗଡକଣ୍ଟୂଣିଆରେ ମହାଯଜ୍ଞ ଚାଲିଥିଲା।
ଆଜି ଅପରାହ୍ଣରେ ପୂର୍ଣ୍ଣାହୂତି ପରେ ପ୍ରଥମେ ବିଦ୍ୟାପତିଙ୍କ ସୁନା କୁରାଢି ଓ ତା’ ପରେ ବିସ୍ୱାବସୁଙ୍କ ରୂପା କୁରାଢି ଛୁଆଁଯାଇଥିଲା। ଏହାପରେ ମହାରଣା ସେବାୟତଙ୍କ ଦ୍ୱାରା ଲୁହା କୁରାଢିରେ ଦାରୁଛେଦନ ଆରମ୍ଭ କରାଯାଇଥିଲା।
ଦାରୁଛେଦନ କାର୍ଯ୍ୟ ଶେଷ ହେବାପରେ ସୁଦର୍ଶନ ମହାପ୍ରଭୁଙ୍କ ଦାରୁକୁ ସ୍ୱତନ୍ତ୍ର ଶଗଡିରେ ପୁରୀ ଶ୍ରୀମନ୍ଦିର ଅଭିମୁଖେ ନିଆଯିବ। ଅନ୍ୟପକ୍ଷରେ ମହାଯଜ୍ଞ ଓ ସୁଦର୍ଶନଙ୍କ ଦାରୁ ଦର୍ଶନ ପାଇଁ ଲୋକାରଣ୍ୟ ହୋଇପଡିଛି ହୀରାପୁର ଗଡକଣ୍ଟୁଣିଆ ଗାଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।