ତାପମାତ୍ରା ସାମାନ୍ୟ କମିବ,ହେଲେ ୩୧ ଯାଏଁ ଜାରି ରହିବ ତାତି

ଭୁବନେଶ୍ୱର: ଅସହ୍ୟ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ଉପକୂଳ ଓଡିଶାରେ ତାପମାତ୍ରା ୪୦ ଡିଗ୍ରୀ ମଧ୍ୟରେ ରହିବା ସହ ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ୪୫ ଡିଗ୍ରୀ ଭିତରେ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶରତ ସାହୁ ସୂଚନା ଦେଇଛନ୍ତି। ତେବେ ୩୧ ତାରିଖ ଯାଏଁ ଏଭଳି ପାଗ ରହିବ ଏବଂ ୩୧ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ଆଶା କରାଯାଉଛି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୫ ଡିଗ୍ରୀ ରହିଥିବା […]

meteorological

meteorological

Rakesh Mallick
  • Published: Wednesday, 27 May 2015
  • Updated: 27 May 2015, 09:11 AM IST

Sports

Latest News

ଭୁବନେଶ୍ୱର: ଅସହ୍ୟ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ଉପକୂଳ ଓଡିଶାରେ ତାପମାତ୍ରା ୪୦ ଡିଗ୍ରୀ ମଧ୍ୟରେ ରହିବା ସହ ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ୪୫ ଡିଗ୍ରୀ ଭିତରେ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶରତ ସାହୁ ସୂଚନା ଦେଇଛନ୍ତି। ତେବେ ୩୧ ତାରିଖ ଯାଏଁ ଏଭଳି ପାଗ ରହିବ ଏବଂ ୩୧ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ଆଶା କରାଯାଉଛି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୫ ଡିଗ୍ରୀ ରହିଥିବା ବେଳେ ଏଥିରୁ ୭ଟି ସହର ଥିଲା ପଶ୍ଚିମ ଓଡିଶାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos