ତୈଳ ଦର ବୃଦ୍ଧି ପ୍ରତିବାଦରେ ସିପିଆଇଏମର ବିକ୍ଷୋଭ

ଭଦ୍ରକ: ତୈଳ ଦର ବୃଦ୍ଧି ପ୍ରତିବାଦରେ ମଙ୍ଗଳବାର ସିପିଆଇଏମ୍ ପକ୍ଷରୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳୀୟ କର୍ମୀମାନେ ବନ୍ତ ଛକରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ନିରଞ୍ଜନ ପାଣିଙ୍କ ସଭାପତିତ୍ୱରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଶିଷ୍ଟ ଶ୍ରମିକ ନେତା ଦିବ୍ୟସିଂହ ନାୟକ, ସିପିଆଇଏମର ଜିଲ୍ଲା ସଂପାଦକ ଚନ୍ଦ୍ରଶେଖର ନାୟକ, ଆଡଭୋକେଟ୍ ରାଧା ଦାସ, ଗିରିଧାରୀ ନାଥ, ପ୍ରଫୁଲ […]

TailaDaraBruddhiPratibadare CPIM ra Bikshova

Rakesh Mallick
  • Published: Tuesday, 19 May 2015
  • Updated: 19 May 2015, 10:48 AM IST

Sports

Latest News

ଭଦ୍ରକ: ତୈଳ ଦର ବୃଦ୍ଧି ପ୍ରତିବାଦରେ ମଙ୍ଗଳବାର ସିପିଆଇଏମ୍ ପକ୍ଷରୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳୀୟ କର୍ମୀମାନେ ବନ୍ତ ଛକରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ନିରଞ୍ଜନ ପାଣିଙ୍କ ସଭାପତିତ୍ୱରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଶିଷ୍ଟ ଶ୍ରମିକ ନେତା ଦିବ୍ୟସିଂହ ନାୟକ, ସିପିଆଇଏମର ଜିଲ୍ଲା ସଂପାଦକ ଚନ୍ଦ୍ରଶେଖର ନାୟକ, ଆଡଭୋକେଟ୍ ରାଧା ଦାସ, ଗିରିଧାରୀ ନାଥ, ପ୍ରଫୁଲ ପାଢ଼ୀ ପ୍ରମୁଖ ଉଦବୋଧନ ଦେଇ ତୈଳ ବୃଦ୍ଧି ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନ କରିଥିଲେ। ତୈଳ ଦର ବୃଦ୍ଧି ପ୍ରତ୍ୟାହାର କରା ନଗଲେ ଦଳ ପକ୍ଷରୁ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ସଭାରେ ଚେତାବନୀ ଦିଆଯାଇଥିଲା। ପରେ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story