ପୁରୀ(ପ୍ରଦୀପ ମହାନ୍ତି): ତାମିଲନାଡୁର ତିରିପୁରଠାରେ ଏକ କମ୍ପାନୀରେ କାମ କରୁଥିବା ପ୍ରବାସୀ ଓଡ଼ିଆଙ୍କୁ କମ୍ପାନୀର ଗୁଣ୍ଡାମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ସେମାନେ ଘରକୁ ଫେରିବାକୁ ସରକାରଙ୍କୁ ଆକୁଳ ନିବେଦନ କରିଛନ୍ତି।
ଏପରିକି ଅନେକ ମହିଳା ମଧ୍ୟ ସେମାନଙ୍କୁ ଉଦ୍ଧାର କରିବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି। ଘରକୁ ଯଦି ସେମାନଙ୍କୁ ନିଆ ନଯିବ ତେବେ ସେମାନେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେବେ ବୋଲି କହିଛନ୍ତି। ଯାହାର ଏକ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
![AIIMS AIIMS](https://assets.odishareporter.in/uploadimage/library/16_9/16_9_3/AIIMS_1733572297.jpg)
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
![Fake Tea Fake Tea](https://assets.odishareporter.in/uploadimage/library/16_9/16_9_3/Fake_Tea_1733544953.jpg)
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।