ଭୁବନେଶ୍ୱର: ଇଛାଧୀନ କୋଟାରେ ଏକାଧିକ ଫ୍ଲ।ଟ ଓ ପ୍ଲଟ୍ ଆବଣ୍ଟନ ମାମଲାରେ ଭିଜିଲାନସ ତଦନ୍ତ ଜାରି ରହିଛି। ଗୁରୁବାର ଭିଜିଲାନ୍ସ ବିଡିଏରୁ ୫୦ଟି ଓ ସିଡିଏରୁ ୧୫ଟି ଗୁରୁତ୍ୱପୂର୍ଣ୍ଣ ଫ।ଇଲ ଜବତ କରିଥିଲା। ଏପର୍ଯ୍ୟନ୍ତ ବିଡିଏରୁ ବିଭିନ୍ନ ପର୍ଯ୍ୟାୟରେ ୧୭୦ଟି ଫ।ଇଲ, ସିଡିଏରୁ ୪୪ଟି ଏବଂ ହାଉସିଂ ବୋର୍ଡରୁ ୧୧ଟି ଫ।ଇଲ ଜବତ କରିଥିବା ଭିଜିଲାନସ ବିଭାଗ ସୂତ୍ରରୁ ସୂଚନା ମିଳିଛି। ଏସବୁ ଫ।ଇଲକୁ ଭିଜିଲାନ୍ସ ଯାଞ୍ଚ କରିବା ସହ କେଉଁ କ୍ଷେତ୍ରରେ ତୃଟି ରହିଛି ତାହାର ଖୋଳତାଡ କରୁଛି। ତାରା ଦତ୍ତ ଟାକ୍ସଫେ।ର୍ସ ରିପୋର୍ଟ କାର୍ଯ୍ୟକାରୀ ନେଇ ମୋଡାଲିଟି ନିର୍ଦ୍ଧାରଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ପ୍ଲଟ୍ ଓ ଫ୍ଲ।ଟ୍ ଆବଣ୍ଟନ ତଦନ୍ତ ପାଇଁ ଭିଜିଲାନସକୁ ଫ।ଇଲ ଦେବାକୁ ବିଡିଏ, ସିଡିଏ ଓ ହାଉସିଂ ବୋର୍ଡକୁ ନଗର ଉନ୍ନୟନ ବିଭାଗ ପୂର୍ବରୁ ଚିଠି ଲେଖିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।