ଭୁବନେଶ୍ୱର:ଆଜି ବିଶ୍ୱ ଐତିହ୍ୟ ଦିବସ। ଏହି ଅବସରରେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଐତିହ୍ୟ ଦିବସ ପାଳନ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ ସଚେତନତା ଶୋଭାଯାତ୍ରା କରାଯାଇଥିଲା।
ଭୁବନେଶ୍ୱରର ରାଜରାଣୀ ମନ୍ଦିରରୁ ଏହି ଶୋଭାଯାତ୍ରା ବହାରି ସହର ପରିକ୍ରମା କରିଥିଲା। ଏହାକୁ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ଶୁଭାରମ୍ଭ କରିଥିଲେ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ସଚିବ ଅରବିନ୍ଦ ପାଢୀ, ସାଂସଦ ପ୍ରସନ୍ନ କୁମାର ପାଟ୍ଟଶାଣୀ,ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଏମସି ଏମୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ସମେତ ରାଜ୍ୟ ବିଭିନ୍ନ ସ୍ଥାନରୁ ଆସିଥିବା ପାଇକ ଆଖଡା ଏବଂ ସାଂସ୍କୃତିକ ଦଳ ପାରମ୍ପାରିକ ନୃତ୍ୟ ପରିବେଷଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।