ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଲଘୁଚାପର ରୂପ ନେଇପାରେ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାରର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ଏହାର ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ବିଶେଷ କରି ମହାନଦୀ, ବ୍ରାହ୍ମଣୀ ଓ ବଂଶଧାରା ନଦୀ ଅବବାହିକାରେ ବେଶି ବର୍ଷା ହେବ ।  ଅନ୍ୟପକ୍ଷେ ରାଜ୍ୟରେ ମୌସୁମୀ ସ୍ୱଭାବିକ ରହିଛି । ମାତ୍ର ୩ […]

barsha

barsha

Rakesh Mallick
  • Published: Tuesday, 07 July 2015
  • Updated: 07 July 2015, 09:48 AM IST

Sports

Latest News

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାରର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ଏହାର ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ବିଶେଷ କରି ମହାନଦୀ, ବ୍ରାହ୍ମଣୀ ଓ ବଂଶଧାରା ନଦୀ ଅବବାହିକାରେ ବେଶି ବର୍ଷା ହେବ ।  ଅନ୍ୟପକ୍ଷେ ରାଜ୍ୟରେ ମୌସୁମୀ ସ୍ୱଭାବିକ ରହିଛି । ମାତ୍ର ୩ ପ୍ରତିଶତ କମ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story