ଭଦ୍ରକ: ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ୱ କମିସନରଙ୍କ ନିର୍ଦ୍ଦେଶ

ଭଦ୍ରକ: ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଭଦ୍ରକ ଜିଲ୍ଲାର ସମସ୍ତ ବିଭାଗୀୟ ମୁଖ୍ୟ ସତର୍କ ରହିବାକୁ କେନ୍ଦ୍ରାଞ୍ଚଳ ରାଜସ୍ୱ କମିସନର ବିକାଶ ମହାପାତ୍ର ନିଦ୍ଦେର୍ଶ ଦେଇଛନ୍ତି । ଆଜି ଜିଲ୍ଲା ସର୍କିଟ ହାଉସରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଜଳ ସେଚନ, ଗ୍ରାମ୍ୟ ଉନ୍ନୟନ, ଡ୍ରେନେଜ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ, ପ୍ରାଣୀ ସମ୍ପଦ ଏବଂ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ବନ୍ୟା ପୂର୍ବରୁ ସବୁ ପ୍ରକାର ପ୍ରତିଷେଧକ ବ୍ୟବସ୍ଥା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିଦ୍ଦେର୍ଶ […]

bhadrak

bhadrak

Rakesh Mallick
  • Published: Tuesday, 23 June 2015
  • Updated: 23 June 2015, 02:54 PM IST

Sports

Latest News

ଭଦ୍ରକ: ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଭଦ୍ରକ ଜିଲ୍ଲାର ସମସ୍ତ ବିଭାଗୀୟ ମୁଖ୍ୟ ସତର୍କ ରହିବାକୁ କେନ୍ଦ୍ରାଞ୍ଚଳ ରାଜସ୍ୱ କମିସନର ବିକାଶ ମହାପାତ୍ର ନିଦ୍ଦେର୍ଶ ଦେଇଛନ୍ତି । ଆଜି ଜିଲ୍ଲା ସର୍କିଟ ହାଉସରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଜଳ ସେଚନ, ଗ୍ରାମ୍ୟ ଉନ୍ନୟନ, ଡ୍ରେନେଜ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ, ପ୍ରାଣୀ ସମ୍ପଦ ଏବଂ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ବନ୍ୟା ପୂର୍ବରୁ ସବୁ ପ୍ରକାର ପ୍ରତିଷେଧକ ବ୍ୟବସ୍ଥା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିଦ୍ଦେର୍ଶ ଦିଆଯାଇଛି । ବୈଠକରେ ଭଦ୍ରକ ଜିଲ୍ଲାପାଳ ଲକ୍ଷ୍ମୀନାରାୟଣ ମିଶ୍ର ଓ ଏସପି ନିହାର ରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos