ଭୁବନେଶ୍ୱରରୁ ବିଦେଶକୁ ବିମାନ ଉଡାଣ ନେଇ କେନ୍ଦ୍ରର ସହଯୋଗ ଲୋଡିଲେ ରାଜ୍ୟ ସରକାର

ଭୁବନେଶ୍ୱର: ଭୁବନେଶ୍ୱରରୁ ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ନେଇ କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡିଛନ୍ତି ରାଜ୍ୟ ସରକାର। ଏ ନେଇ ଦିଲ୍ଲୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ସେବା ପ୍ରଦାନ କରୁଥିବା ବିମାନ କମ୍ପାନୀଗୁଡିକଙ୍କ ସହ ଆଲୋଚନା କରିବା ସହ ବିମାନସେବା ଆରମ୍ଭ କରିବା ଦିଗରେ ସହଯୋଗ ପ୍ରଦାନ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଆନ୍ତର୍ଜାତୀୟ ବିମାନ […]

dharmendra

dharmendra

Rakesh Mallick
  • Published: Friday, 12 June 2015
  • Updated: 12 June 2015, 02:20 AM IST

Sports

Latest News

ଭୁବନେଶ୍ୱର: ଭୁବନେଶ୍ୱରରୁ ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ନେଇ କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡିଛନ୍ତି ରାଜ୍ୟ ସରକାର। ଏ ନେଇ ଦିଲ୍ଲୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ସେବା ପ୍ରଦାନ କରୁଥିବା ବିମାନ କମ୍ପାନୀଗୁଡିକଙ୍କ ସହ ଆଲୋଚନା କରିବା ସହ ବିମାନସେବା ଆରମ୍ଭ କରିବା ଦିଗରେ ସହଯୋଗ ପ୍ରଦାନ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଆନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେଲେ ରାଜ୍ୟକୁ ପର୍ଯ୍ୟଟକ ସଂଖ୍ୟା ବୃଦ୍ଧି ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story