ଭୁବନେଶ୍ୱର:ଲୋୟର ସୁକତେଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ହେବାକୁ ଥିବା ଲୋକଙ୍କୁ ୨୦୧୩ ନୂଆ ଜମି ଅଧିଗ୍ରହଣ ନୀତି ଅନୁଯାୟୀ କ୍ଷତିପୂରଣ ଓ ଥଇଥାନ କରାଯିବାକୁ ସରକାରଙ୍କୁ ସୁପାରିଶ କରାଯିବ । ଦୀର୍ଘ ୭ବର୍ଷପରେ ଆଜି ବସିଥିବା ବୈଠକରେ ଏହି ନିଷ୍ପତି ନିଆଯାଇଛି । ଆଜିର ବୈଠକରେ ପ୍ରକଳ୍ପ କାମର ଅଗ୍ରଗତି, ବିଭିନ୍ନ ସମସ୍ୟାର ସମାଧାନ, କ୍ଷତିପୂରଣ ଓ ଥଇଥାନ ନେଇ ଆଲୋଚନା ହୋଇଥିଲା । ଉତ୍ତରାଞ୍ଚଳ ରାଜସ୍ୱ କମିଶନର ବୈଠକରେ ଅଧ୍ୟକ୍ଷତା କରିଥିଲେ ।
ବଲାଙ୍ଗୀର ଓ ସୋନପୁର ଜିଲ୍ଲାପାଳ,ଏସପି, ଏବଂ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସମେତ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର,ଲୋଇସିଂହା ବିଧାୟକ ତଥା ରାଜ୍ୟ ଅଣୁ କ୍ଷୁଦ୍ର ଓ ସାଧାରଣ ଅଭିଯୋଗ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା,ପାଟଣାଗଡ ବିଧାୟକ କେ.ପି ସିଂହଦେଓ ପ୍ରମୁଖ ଯୋଗଦେଇଥିଲେ । ତେବେ ପ୍ରକଳ୍ପକୁ ବିରୋଧ କରି ବୁଡି ଅଞ୍ଚଳ ସଂଗ୍ରାମ ପରିଷଦ କମୟକର୍ତ୍ତା ଯୋଗ ଦେଇନଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ବହୁ ବିବାହ ପ୍ରଥା ବେଆଇନ! କେମିତି ୨ ଜଣଙ୍କୁ ଗୋଟିଏ ମଣ୍ଡପରେ ବାହା ହେଲେ ସୂର୍ଯ୍ୟ ଦେବ?
ଜଣେ ବ୍ୟକ୍ତିଙ୍କୁ ଗୋଟିଏ ସମୟରେ ଦୁଇ ଜଣ ମହିଳାଙ୍କ ସହ ପ୍ରେମ ହୋଇଯାଇଥିଲା। ୩ ବର୍ଷର ପ୍ରେମ ସମ୍ପର୍କରେ ସେ ଦୁଇ ଜଣଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

National
ନକ୍ସଲ ମୁକ୍ତ ଭାରତ ଅଭିଯାନକୁ ପୁଣି ସଫଳତା: ଟଳିଲେ ୧୬ ମାଓବାଦୀ
ନକ୍ସଲ ମୁକ୍ତ ଅଭିଯାନକୁ ଗୋଟିଏ ପରେ ଗୋଟିଏ ସଫଳତା ମଧ୍ୟ ମିଳିବାରେ ଲାଗିଛି।

Business
କ’ଣ ସେବା ଦେଇ ଗୁପ୍ତ ଭାବେ ଟଙ୍କା ନେଉଛି ବ୍ୟାଙ୍କ?
ଜଣେ ସଞ୍ଚୟ ଖାତାଧାରକ ହୁଅନ୍ତୁ କିମ୍ବା ଚାଲୁ ବା କରେଣ୍ଟ ଆକାଉଣ୍ଟଧାରୀ ହୁଅନ୍ତୁ, ସାଧାରଣ ବ୍ୟାଙ୍କ ଶୁଳ୍କ ସହିତ ଆପଣ ଅପଡେଟ୍ ରହିବା ଭଲ। ଏହା ଆପଣଙ୍କ ବ୍ୟାଙ୍କ ଅଭିଜ୍ଞତାରେ ଉନ୍ନତି ଆଣି ପାରିବ।

National
ପତ୍ନୀଙ୍କ ପରକୀୟା ପ୍ରୀତି ପରେ ହିଂସା ନୁହେଁ ପ୍ରେମକୁ ସମ୍ମାନ ଦେଲେ ବବଲୁ
ବବଲୁ ସ୍ଥାନୀୟ କୋର୍ଟରେ ଗୋଟିଏ ସତ୍ୟପାଠ ଦାଖଲ କରି ପତ୍ନୀଙ୍କ ଠାରୁ ଅଲଗା ହୋଇଥିଲେ ଓ ଏହାପରେ ପତ୍ନୀଙ୍କୁ ନିଜ ପ୍ରେମିକଙ୍କ ହାତରେ ଟେକି ଦେଇଥିଲେ।