୧୪ରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ୱର: ଆସନ୍ତା ୧୪ ତାରିଖରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ମୌସୁମୀ ବାୟୁ ପ୍ରବେଶର ସମୟ ପାଖେଇ ଆସୁଥିବାରୁ ଶୁକ୍ରବାର ସକାଳୁ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଛି। କିଛି ସ୍ଥାନରେ ରହି ରହି ଝିପି ଝିପି ବର୍ଷା ମଧ୍ୟ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ସ୍ଥାନରେ […]

barsha

barsha

Rakesh Mallick
  • Published: Friday, 12 June 2015
  • Updated: 12 June 2015, 08:11 AM IST

Sports

Latest News

ଭୁବନେଶ୍ୱର: ଆସନ୍ତା ୧୪ ତାରିଖରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ମୌସୁମୀ ବାୟୁ ପ୍ରବେଶର ସମୟ ପାଖେଇ ଆସୁଥିବାରୁ ଶୁକ୍ରବାର ସକାଳୁ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଛି। କିଛି ସ୍ଥାନରେ ରହି ରହି ଝିପି ଝିପି ବର୍ଷା ମଧ୍ୟ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିଦ୍ଦେର୍ଶକ ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos