ଭୁବନେଶ୍ୱର: ବୈଷୟିକ କମିଟିର ସୁପାରିଶ ଆଧାରରେ ବସ୍ ଭଡ଼ା ବଢିବ। ଘରୋଇ ବସମାଲିକ ସଂଘ ସହ ଆଲୋଚନା ପରେ ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ରମେଶ ମାଝୀ। ଏହା ସହ ଘରୋଇ ବସ ମାଲିକ ସଂଘର ଦାବି ଅନୁସାରେ ଖୁବଶୀଘ୍ର ଅଟୋମେଟିକ ମେକାନିଜିମ ଲାଗୁ ହେବ ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି। ଏହା ଲାଗୁ ହେଲେ ତୈଳ ଦର ବୃଦ୍ଧି ହେଲେ ସେହି ଅନୁପାତରେ ବସ ଭଡା ବଢ଼ିବ। ଏଥିପାଇଁ ବୈଷିୟିକ କମିଟିର ସୁପାରିଶ ଦରକାର ହେବ ନାହିଁ। ୧୫ ଦଫ। ଦାବି ନେଇ ଆଜି ଘରୋଇ ବସ ମାଲିକ ସଂଘ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ଫଳପ୍ରଦ ହୋଇଥିବାରୁ ୫ ତାରିଖରୁ ହେବାକୁ ଥିବା ପ୍ରସ୍ତାବିତ ଧର୍ମଘଟ ପ୍ରତ୍ୟାହାର ହୋଇଛି। ଏ ନେଇ ଆଜି ସଂନ୍ଧ୍ୟାରେ ସଂଘର ବୈଠକ ପରେ ନିଷ୍ପତ୍ତି ହୋଇଛି ବୋଲି ବସ ମାଲିକ ସଂଘ ସୂଚନା ଦେଇଛି।
,
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।