ରାଜ୍ୟରେ କରୋନା ଯୋଗୁ ଆଖି ବୁଜିଲେ ୯ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Regret to inform of the demise of nine Covid positive patients while under treatment in hospitals. 1. A 42 year old Male of Ganjam district who was also […]

corona-3.6

corona-3.6

Niharika Rout
  • Published: Wednesday, 05 August 2020
  • Updated: 05 August 2020, 11:06 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫, ଗଜପତି, କେନ୍ଦୁଝର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖା ପ୍ରାଣ ହରାଇଛନ୍ତି। କେନ୍ଦୁଝର ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିବା ବେଳେ  ଗଞ୍ଜାମ ଜିଲ୍ଲାରେ ଏହି ସଂଖ୍ୟା ୧୧୭ ଛୁଇଁଛି। ଏହାବ୍ୟତୀତ ଗଜପତିରେ ୧୪, ଖୋର୍ଦ୍ଧାରେ ୩୧,ସୁନ୍ଦରଗଡ଼ରେ ୧୧ରେ ଏହି ସଂଖ୍ୟା ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story