Advertisment

‘ମୁଖ୍ୟମନ୍ତ୍ରୀଙ୍କୁ ପଚାର, ମୁଁ ସେବା କରିଛି’

ବଲାଙ୍ଗିରର ପ୍ରତିଷ୍ଠିତ ରାଜପରିବାର ବିରୋଧରେ ଘରୋଇ ହିଂସା ଅଭିଯୋଗ। ଅନଙ୍ଗ ଉଦୟ ସିଂହଦେଓଙ୍କ ସାନ ପୁଅ ଅର୍କେଶ ସିଂହଦେଓଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ ଅଦ୍ରିଜା ସିଂ। ଅର୍କେଶଙ୍କ ସମେତ ତାଙ୍କ ଶ୍ୱଶୁର ଘର ଲୋକେ ତାଙ୍କୁ ଯୌତୁକ ନିର୍ଯାତନା ସହ ମାରିପିଟ୍ କରୁଥିବା ଭଳି ସଙ୍ଗୀନ ଅଭିଯୋଗ କରିଛନ୍ତି ଅଦ୍ରିଜା। ସେପଟେ ଅଦ୍ରିଜାଙ୍କ ଏଭଳି ଅଭିଯୋଗ ନେଇ ଅର୍କେଶ ସିଂହଦେଓ କିମ୍ବା ତାଙ୍କ ପରିବାର ପକ୍ଷରୁ କାହାରି ପ୍ରତିକ୍ରିୟା ମିଳିପାରି ନାହିଁ।

author-image
Debendra Prusty

Odisha Balangir Dowry Harassment Odisha Royals