Advertisment

‘ବିଜେଡିରେ ଫାଇଭ-ଟି ସଚିବଙ୍କ ହସ୍ତକ୍ଷେପ ଯୋଗୁ ଇସ୍ତଫା ଦେଲି’

ବିଜେଡ଼ିରେ ସଚିବଙ୍କ ହସ୍ତକ୍ଷେପରେ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଲେ ରାଜ୍ୟ ସାଧାରଣ ସମ୍ପାଦକ ଶ୍ୟାମା ପ୍ରସାଦ ବେହେରା।

Advertisment

ବିଜେଡ଼ିରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ହସ୍ତକ୍ଷେପରେ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଲେ ରାଜ୍ୟ ସାଧାରଣ ସମ୍ପାଦକ ଶ୍ୟାମା ପ୍ରସାଦ ବେହେରା। ଦଳର ଆଭ୍ୟନ୍ତରୀଣ ବ୍ୟାପାରରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ହସ୍ତକ୍ଷେପ ଗ୍ରହଣ ଯୋଗ୍ୟ ନୁହେଁ କହି ଦଳ ଛାଡ଼ିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫା ପତ୍ର ପଠାଇଦେଲେ।

Advertisment
Odisha BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe