'ମୋ ଚାଷ ଜମିରେ ବଗି ପଡ଼ିକି ରହିଛି। ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହେବ'। କିଛି ଏଭଳି ଅଭିଯୋଗ ନେଇ ଯୁବକଙ୍କ ପ୍ରତିକ୍ରିୟା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ଫିୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।
Crime
ନିଜ କାର୍ଯ୍ୟାଳୟରେ ବସିଥିଲେ ବିଜେପି ନେତା, ଖଣ୍ଡା ଧରି ମାଡ଼ି ଆସିଲେ ଦୁର୍ବୃତ୍ତ
ନିଜ କାର୍ଯ୍ୟାଳୟରେ ଥିବା ବିଜେପି ନେତାଙ୍କ ଉପରେ ହେଲା ମରଣାନ୍ତକ ଆକ୍ରମଣ। ମାତ୍ର ଖଣ୍ଡା ଚୋଟରୁ ଅଳ୍ପକେ ବର୍ତ୍ତିଗଲେ ବିଜେପିର ତୁଙ୍ଗ ନେତା।