Advertisment

ରାଜଧାନୀରେ ‘ବାଉନ୍ସର ଗ୍ୟାଙ୍ଗ’

କମିଶନରେଟ ପୋଲିସ୍‌ କବ୍‌ଜାରେ ରାଜଧାନୀର ଦୁର୍ଦ୍ଦାନ୍ତ ‘ବାଉନ୍ସର ଗ୍ୟାଙ୍ଗ’। ବଳିଷ୍ଠ ଚେହେରା ସାଙ୍ଗକୁ ଦେହରେ ଟାଟୁ କରିଥିବା ଏହି ଯୁବକମାନେ ବିବାଦୀୟ ଜମି ଅକ୍ତିଆର କରାଇବାକୁ ନେଉଥିଲେ ସୁପାରୀ। ଆଉ ଏବେ ପୋଲିସ୍ ଗ୍ୟାଙ୍ଗର ୭ ସଦସ୍ୟଙ୍କୁ ଗିରଫ କରିଛି।

author-image
Manoj Swain

କମିଶନରେଟ ପୁଲିସ୍‌ କବ୍‌ଜାରେ ରାଜଧାନୀର ଦୁର୍ଦ୍ଦାନ୍ତ ‘ବାଉନ୍ସର ଗ୍ୟାଙ୍ଗ’। ବଳିଷ୍ଠ ଚେହେରା ସାଙ୍ଗକୁ ଦେହରେ ଟାଟୁ କରିଥିବା ଏହି ଯୁବକମାନେ ବିବାଦୀୟ ଜମି ଅକ୍ତିଆର କରାଇବାକୁ ନେଉଥିଲେ ସୁପାରୀ। ଆଉ ଏବେ ପୁଲିସ୍ ଗ୍ୟାଙ୍ଗର ୭ ସଦସ୍ୟଙ୍କୁ ଗିରଫ କରିଛି।

Advertisment
Bhubaneswar Crime