ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ୯ ମିନିଟ ବିଜୁଳି ବିଭ୍ରାଟ ଘଟଣାରେ ଜିଲ୍ଲା ପ୍ରଶାସନ ସମେତ ସରକାରଙ୍କୁ ସମାଲୋଚନା କରିଛି ଜିଲ୍ଲା ବିଜେପି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଜିଲ୍ଲାର ପୁଲିସ ଏବଂ ପ୍ରଶାସନ ପକ୍ଷରୁ ମକଡ୍ରିଲ କରିବା ସତ୍ତ୍ବେ ରାଷ୍ଟ୍ରପତିଙ୍କୁ ଦୀର୍ଘ ୯ ମିନିଟ ଧରି ଅନ୍ଧାରରେ ରହିବାକୁ ପଡ଼ିଲା। ସେପଟେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମୟୂରଭଞ୍ଜ ବଡ଼ସାହିର ବିଧାୟକ ସନାତନ ବିଜୁଳି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।
Miscellaneous
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।